Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 28:17 - ପବିତ୍ର ବାଇବଲ

17 ପୁଣି ସେହି ମାସର ପଞ୍ଚଦଶ ଦିବସରେ ଉତ୍ସବ ହେବା ଉଚିତ୍; ଏହା ସାତ ଦିନ ଯାଏ ପାଳିତ ହେବା ଉଚିତ୍ ଓ ଏହି ସାତ ଦିନ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି ସେହି ମାସର ପଞ୍ଚଦଶ ଦିନରେ ଉତ୍ସବ ହେବ; ସାତ ଦିନ ତାଡ଼ିଶୂନ୍ୟ ରୋଟୀ ଭୋଜନ କରାଯିବ।

Gade chapit la Kopi

ଓଡିଆ ବାଇବେଲ

17 ପୁଣି, ସେହି ମାସର ପଞ୍ଚଦଶ ଦିନରେ ଉତ୍ସବ ହେବ; ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ସେହି ମାସର ପଞ୍ଚଦଶ ଦିନରେ ଉତ୍ସବ ହେବ; ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ।

Gade chapit la Kopi




ଗଣନା ପୁସ୍ତକ 28:17
6 Referans Kwoze  

“ପୁଣି ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୋଟୀର ପର୍ବ ହେବ। ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ।


“ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କର। ପୁଣି ଆବୀବ୍ ମାସର ଯେଉଁ ସମୟରେ ଯେଉଁପରି କରିବାକୁ ତୁମ୍ଭମାନଙ୍କୁ ଆଜ୍ଞା ଦେଇଅଛୁ। ସେହିରୂପେ ତୁମ୍ଭେମାନେ ସାତ ଦିନ ତାଡ଼ିଶୂନ୍ୟ ରୋଟୀ ଖାଇବ। କାରଣ ସେହି ଆବୀବ୍ ମାସରେ ତୁମ୍ଭେ ମିଶର ଦେଶରୁ ବାହାର ହୋଇ ଆସିଥିଲ।


ପ୍ରଥମ ଉତ୍ସବଟି ତାଡ଼ିଶୂନ୍ୟ ରୋଟୀର ଉତ୍ସବ। ଏହା ମୋର ଆଜ୍ଞାନୁସାରେ ପାଳନ କରିବ। ଏହିପରି ତୁମ୍ଭେମାନେ ସାତ ଦିନ ଯାଏ ପାଳନ କରିବ। ଏହି ଉତ୍ସବଟିକୁ ତୁମ୍ଭେମାନେ ଆବୀବ୍ ମାସରେ ପାଳନ କରିବ। କାରଣ ଏହି ମାସରେ ତୁମ୍ଭେମାନେ ମିଶରରୁ ମୁକ୍ତ ହୋଇଥିଲ। ପ୍ରତ୍ୟେକ ଲୋକ ମୋତେ ନୈବେଦ୍ୟ ଉତ୍ସର୍ଗ କରିବ।


“ସାତ ଦିନ ଯାଏ ତାଡ଼ିଶୂନ୍ୟ ରୋଟୀ ଖାଇବ। ଏବଂ ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଙ୍କର ସମ୍ମାନାର୍ଥେ ଏକ ବଡ଼ ଭୋଜିର ଆୟୋଜନ କରିବ।


Swiv nou:

Piblisite


Piblisite