Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 28:18 - ପବିତ୍ର ବାଇବଲ

18 ପ୍ରଥମ ଦିନରେ ଏକ ପବିତ୍ର ସଭା ହେବା ଉଚିତ୍। ସେଦିନ ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବା ଉଚିତ୍ ନୁହଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପ୍ରଥମ ଦିନରେ ପବିତ୍ର ସଭା ହେବ; ସେହି ଦିନରେ ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

18 ପ୍ରଥମ ଦିନରେ ପବିତ୍ର ସଭା ହେବ; ସେହି ଦିନରେ ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପ୍ରଥମ ଦିନରେ ପବିତ୍ର ସଭା ହେବ; ସେହି ଦିନରେ ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।

Gade chapit la Kopi




ଗଣନା ପୁସ୍ତକ 28:18
4 Referans Kwoze  

ଏହି ପର୍ବର ପ୍ରଥମ ଦିନ ଓ ଶେଷ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ। ତୁମ୍ଭେମାନେ ସେହି ଦିନ କିଛି କରିବା ଉଚିତ୍ ନୁହେଁ। କେବଳ ତୁମ୍ଭେମାନେ ତୁମ୍ଭମାନଙ୍କର ଖାଦ୍ୟ ପ୍ରସ୍ତୁତ କରିବ।


“ତା'ପରେ ସପ୍ତମ ଦିନରେ ତୁମ୍ଭମାନଙ୍କର ପୁଣି ଏକ ପବିତ୍ର ସଭା ହେବ ଓ ସେଦିନ ତୁମ୍ଭେମାନେ କୌଣସି କାର୍ଯ୍ୟ କରିବା ଉଚିତ୍ ନୁହଁ।


“ପୁଣି ପ୍ରଥମ ଫଳର ଦିନରେ ଅର୍ଥାତ୍ ଯେତେବେଳେ ତୁମ୍ଭେମାନେ ସାପ୍ତାହିକ ପର୍ବରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବା ଉଚିତ୍। ତୁମ୍ଭେମାନେ ସେଦିନ କୌଣସି କାର୍ଯ୍ୟ କରିବା ଉଚିତ୍ ନୁହଁ।


Swiv nou:

Piblisite


Piblisite