Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 28:20 - ପବିତ୍ର ବାଇବଲ

20-21 ଗୋଟିଏ ଗୋବତ୍ସ ପାଇଁ ଦେଢ଼ ହିନ ପ୍ରତ୍ୟେକ ଅଣ୍ତିରା ମେଷ ପାଇଁ ଏକ ହିନ ଏବଂ ପ୍ରତ୍ୟେକ ମେଷଶାବକ ପାଇଁ ଅର୍ଦ୍ଧହିନ ହିସାବରେ ତୈଳାକ୍ତ ସରୁ ମଇଦା ଶସ୍ୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ପୁଣି ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ,

Gade chapit la Kopi

ଓଡିଆ ବାଇବେଲ

20 ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ,

Gade chapit la Kopi




ଗଣନା ପୁସ୍ତକ 28:20
3 Referans Kwoze  

“ଅଷ୍ଟମ ଦିନରେ ସେ କୁଷ୍ଠରୋଗୀ ଦୁଇ ନିଖୁଣ ମେଷବତ୍ସ, ଏକବର୍ଷୀୟା ଏକ ନିଖୁଣ ମେଷବତ୍ସା, ଶସ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋ‌‌‌‌ଗ୍‌‌‌‌ ତୈଳ ନେବ।


ମାତ୍ର ସଦାପ୍ରଭୁଙ୍କୁ ଉପହାର ଓ ହୋମବଳି ରୂପେ ଦୁଇଟି ଷଣ୍ଢ ଗୋଟିଏ ଅଣ୍ତିରା ମେଷ ଓ ସାତୋଟି ଏକ ବର୍ଷିୟ ମେଷଶାବକ ଉତ୍ସର୍ଗ କରିବା ଉଚିତ୍। ଏହିସବୁ ପଶୁଗୁଡ଼ିକ ଖୁଣ ନ ଥିବ।


Swiv nou:

Piblisite


Piblisite