Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 28:23 - ପବିତ୍ର ବାଇବଲ

23 ତୁମ୍ଭେମାନେ ପ୍ରତ୍ୟହ ପ୍ରାତଃକାଳୀନ ହୋମବଳି ଛଡ଼ା ଏ ସମସ୍ତ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମର ପ୍ରାତଃକାଳୀନ ହୋମ ଛଡ଼ା ଉତ୍ସର୍ଗ କରିବ।

Gade chapit la Kopi

ଓଡିଆ ବାଇବେଲ

23 ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମର ପ୍ରାତଃକାଳୀନ ହୋମ ବ୍ୟତୀତ ଉତ୍ସର୍ଗ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମର ପ୍ରାତଃକାଳୀନ ହୋମ ବ୍ୟତୀତ ଉତ୍ସର୍ଗ କରିବ।

Gade chapit la Kopi




ଗଣନା ପୁସ୍ତକ 28:23
3 Referans Kwoze  

ସେମାନଙ୍କୁ କୁହ, ସେମାନେ ନିମ୍ନରେ ଦର୍ଶାଯାଇଥିବା ଉପହାରଗୁଡ଼ିକ ସଦାପ୍ରଭୁଙ୍କ ନିକଟକୁ ଆଣିବେ। ନିତ୍ୟ ହୋମ ନିମନ୍ତେ ଏକ ବର୍ଷୀୟ ନିଖୁଣ ଦୁଇଟି ମେଷବତ୍ସ ଉତ୍ସର୍ଗ କରିବେ।


ଏହି ହୋମବଳି, ନିତ୍ୟ ହୋମବଳି, ପେୟନୈବେଦ୍ୟ ସହିତ ପ୍ରତି ବିଶ୍ରାମବାରରେ ଉତ୍ସର୍ଗ କରିବ।


“ଏହି ବିଧି ଅନୁସାରେ ତୁମ୍ଭେମାନେ ସାତ ଦିନ ଯାଏ ପ୍ରତିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟରୂପେ ସୁବାସିତ ନୈବେଦ୍ୟ ଉପହାର ଉତ୍ସର୍ଗ କରିବା ଉଚିତ୍। ଏହା ନିତ୍ୟ ହୋମବଳି ଓ ତହିଁର ପେୟନୈବେଦ୍ୟ ଛଡ଼ା ତାହା ଉତ୍ସର୍ଗୀତ ହେବ।


Swiv nou:

Piblisite


Piblisite