ଗଣନା ପୁସ୍ତକ 28:28 - ପବିତ୍ର ବାଇବଲ28-29 ପୁଣି ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ଐଫା ତୈଳମିଶ୍ରିତ ସରୁ ମଇଦା ଭକ୍ଷ୍ୟ ନୈବେଦ୍ୟ, ପୁଣି ସାତ ମେଷବତ୍ସ ମଧ୍ୟରୁ ପ୍ରତି ମେଷବତ୍ସ ନିମନ୍ତେ ଏକ ଦଶମାଂଶ ଐଫା ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ; Gade chapit laପବିତ୍ର ବାଇବଲ (Re-edited) - (BSI)28 ପୁଣି ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ Gade chapit laଓଡିଆ ବାଇବେଲ28 ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ Gade chapit la |
ଏହା ପରେ ଯିହୋୟାଦା ସଦାପ୍ରଭୁଙ୍କ ମନ୍ଦିରର ଯତ୍ନ ନେବା ନିମନ୍ତେ ଯାଜକମାନଙ୍କୁ ମନୋନୀତ କଲେ। ସେହି ଯାଜକମାନେ ଲେବୀୟ ଥିଲେ ଓ ଦାଉଦ ସେମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିରର ରକ୍ଷଣାବେକ୍ଷଣ କାର୍ଯ୍ୟର ଦାୟିତ୍ୱ ଦେଇଥିଲେ। ସେହି ଲୋକମାନେ ମୋଶାଙ୍କ ନିୟମର ଆଦେଶ ଅନୁଯାୟୀ ସଦାପ୍ରଭୁଙ୍କ ନିକଟରେ ଅଗ୍ନି ଦଗ୍ଧ ଉପହାର ବଳିଦାନ କରୁଥିଲେ। ଦାଉଦ ଯେଉଁ ପ୍ରକାର ଆଜ୍ଞା କରିଥିଲେ, ସେମାନେ ସେହି ପ୍ରକାରେ ଆନନ୍ଦ ଓ ପ୍ରଶଂସା ଗାନ ସହକାରେ ସେହି ଉପହାର ବଳିଦାନ କଲେ।
ହିଜକିୟ ତାଙ୍କର ନିଜର ପଶୁପଲ ମଧ୍ୟରୁ କେତୋଟିକୁ ହୋମବଳି ଉପହାର ସ୍ୱରୂପେ ଉତ୍ସର୍ଗ କରିବାକୁ ଦେଲେ। ଏହିସବୁ ପଶୁଗୁଡ଼ିକୁ ପ୍ରତିଦିନ ସକାଳେ ଓ ସନ୍ଧ୍ୟା ସମୟରେ ହୋମବଳି ଉପହାର ସ୍ୱରୂପେ ବ୍ୟବହାର କରାଯାଉଥିଲା। ଏହି ପଶୁଗୁଡ଼ିକୁ ବିଶ୍ରାମର ବିଶେଷ ଦିନ, ଅମାବାସ୍ୟା ଉତ୍ସବ ଓ ଅନ୍ୟାନ୍ୟ ବିଶେଷ ସଭାମାନଙ୍କରେ ଉତ୍ସର୍ଗ କରାଯାଉଥିଲା। ସଦାପ୍ରଭୁଙ୍କ ବ୍ୟବସ୍ଥା ନିୟମରେ ଯେଉଁପରି ଲେଖାଯାଉଥିଲା, ଏହା ସେହିପରି କରାଯାଉଥିଲା।