ଗଣନା ପୁସ୍ତକ 28:3 - ପବିତ୍ର ବାଇବଲ3 ସେମାନଙ୍କୁ କୁହ, ସେମାନେ ନିମ୍ନରେ ଦର୍ଶାଯାଇଥିବା ଉପହାରଗୁଡ଼ିକ ସଦାପ୍ରଭୁଙ୍କ ନିକଟକୁ ଆଣିବେ। ନିତ୍ୟ ହୋମ ନିମନ୍ତେ ଏକ ବର୍ଷୀୟ ନିଖୁଣ ଦୁଇଟି ମେଷବତ୍ସ ଉତ୍ସର୍ଗ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ପୁଣି ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତି ଦିନ ନିତ୍ୟ ହୋମ ନିମନ୍ତେ ଏକବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ। Gade chapit laଓଡିଆ ବାଇବେଲ3 ପୁଣି, ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତି ଦିନ ନିତ୍ୟ ହୋମ ନିମନ୍ତେ ଏକବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତିଦିନ ନିତ୍ୟ ହୋମ ନିମନ୍ତେ ଏକ ବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ। Gade chapit la |