Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 28:8 - ପବିତ୍ର ବାଇବଲ

8 ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାବେଳେ ଉତ୍ସର୍ଗ କରିବ। ଯେପରି ପ୍ରାତଃକାଳରେ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ଉତ୍ସର୍ଗ କରିବ, ସେହିପରି ତୁମ୍ଭେ ସଦାପ୍ରଭୁଙ୍କୁ ଏକ ସୁବାସିତ ଉପହାର ରୂପେ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବ; ଯେପରି ପ୍ରାତଃକାଳର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ, ସେପରି ତୁମ୍ଭେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପେ ଉତ୍ସର୍ଗ କରିବ।

Gade chapit la Kopi

ଓଡିଆ ବାଇବେଲ

8 ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବ; ଯେପରି ପ୍ରାତଃକାଳର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ, ସେପରି ତୁମ୍ଭେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପେ ଉତ୍ସର୍ଗ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବ; ଯେପରି ପ୍ରାତଃକାଳର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ, ସେପରି ତୁମ୍ଭେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପେ ଉତ୍ସର୍ଗ କରିବ।

Gade chapit la Kopi




ଗଣନା ପୁସ୍ତକ 28:8
6 Referans Kwoze  

“ପୁଣି ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେୟନୈବେଦ୍ୟ ଦେବ। ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ପେୟନୈବେଦ୍ୟରୂପେ ଦ୍ରାକ୍ଷାରସ ଢାଳିବ।


“ଆଉ ବିଶ୍ରାମ ଦିନରେ, ଏକ ବର୍ଷୀୟ ଦୁଇଟି ନିଖୁଣ ମେଷବତ୍ସ ଓ ତୈଳମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଶସ୍ୟ ନୈବେଦ୍ୟ ଓ ତହିଁର ପେୟନୈବେଦ୍ୟ ଉତ୍ସର୍ଗ କରିବ।


ଆଉ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛାଗ ଉତ୍ସର୍ଗ କରିବା ଉଚିତ୍। ନିତ୍ୟ ହୋମବଳି ଓ ସେମାନଙ୍କ ଅନୁରୂପ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବ୍ୟତିତ ତୁମ୍ଭେମାନେ ଏହିସବୁ ଉତ୍ସର୍ଗ କରିବା ଉଚିତ୍।


ମାତ୍ର ସେହି ଯାଜକ ଅନ୍ତ ଅଂଶ ଓ ଗୋଡ଼ ଜଳରେ ଧୌତ କରିବେ ତା'ପରେ ଯାଜକ ଯଜ୍ଞବେଦି ଉପରେ ତାକୁ ଦ‌‌‌‌ଗ୍‌‌‌‌ଧ କରିବେ ଓ ତାହା ଗୋଟିଏ ହୋମବଳି ହେବ। ଏବଂ ତାହା ସଦାପ୍ରଭୁଙ୍କ ପାଇଁ ସୁବାସିତ ନୈବେଦ୍ୟ ହେବ।


ମାତ୍ର ସେ ତା'ର ଅନ୍ତ୍ର ଅଂଶ ଓ ଗୋଡ଼ ଜଳରେ ଧୌତ କରିବ। ତା'ପରେ ଯାଜକ ସମ୍ପୂର୍ଣ୍ଣ ପଶୁଟିକୁ ଉତ୍ସର୍ଗ କରିବ ଓ ଏହାକୁ ଯଜ୍ଞବେଦି ଉପରେ ଦ‌‌‌‌ଗ୍‌‌‌‌ଧ କରିବ। ତାହା ହେବ ସଦାପ୍ରଭୁଙ୍କ ପାଇଁ ଗୋଟିଏ ସୁବାସିତ ନୈବେଦ୍ୟ।


ତା'ପରେ ସେ ଯାଜକ ତା'ର ଦୁଇ ପକ୍ଷକୁ ଚିରିବ ମାତ୍ର ତାକୁ ଦୁଇ ଖଣ୍ଡ କରିବ ନାହିଁ। ତା'ପରେ ଯାଜକ ଏହାକୁ ସମ୍ପୂର୍ଣ୍ଣଭାବରେ ବେଦିରେ ଥିବା ଅଗ୍ନିକାଠ ମଧ୍ୟରେ ଦ‌‌‌‌ଗ୍‌‌‌‌ଧ କରିବ। ଏହି ହୋମବଳି ସଦାପ୍ରଭୁଙ୍କ ପାଇଁ ସୁଗନ୍ଧିତ ନୈବେଦ୍ୟ ହେବ।


Swiv nou:

Piblisite


Piblisite