Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 29:11 - ପବିତ୍ର ବାଇବଲ

11 ପୁଣି ପାପାର୍ଥକ ବଳିରୂପେ ଏକ ଛାଗ ନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍। ପ୍ରାୟଶ୍ଚିତାର୍ଥକ ନୈବେଦ୍ୟ, ନିତ୍ୟ ହୋମବଳି ଓ ସେମାନଙ୍କର ନୈବେଦ୍ୟ ଓ ପେୟନୈବେଦ୍ୟ ଛଡ଼ା ଏହିସବୁ ତୁମ୍ଭେମାନେ ଉତ୍ସର୍ଗ କରିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ପାପାର୍ଥକ ବଳି ରୂପେ ଏକ ଛାଗ; ଏହି ସମସ୍ତ ତୁମ୍ଭେମାନେ ପ୍ରାୟଶ୍ଚିତ୍ତାର୍ଥକ ପାପବଳି ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ ଏହି ସମସ୍ତ ତୁମ୍ଭେମାନେ ପ୍ରାୟଶ୍ଚିତ୍ତାର୍ଥକ ପାପବଳି, ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ ଏହି ସମସ୍ତ ତୁମ୍ଭେମାନେ ପ୍ରାୟଶ୍ଚିତ୍ତାର୍ଥକ ପାପବଳି, ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

Gade chapit la Kopi




ଗଣନା ପୁସ୍ତକ 29:11
10 Referans Kwoze  

“ହାରୋଣ ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ପୂର୍ବରୁ ପ୍ରାୟଶ୍ଚିତର ଦିନ ପାପାର୍ଥକ ବଳିରୂପେ ଏକ ଗୋବତ୍ସ ଓ ହୋମବଳି ରୂପେ ଏକ ମେଷଛୁଆ ପ୍ରାୟଶ୍ଚିତ ଦିନ ଉତ୍ସର୍ଗ କରିବ।


“ପୁଣି ହାରୋଣ ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥକ ବଳି ପାଇଁ ଦୁଇଟି ଛାଗ ଓ ହୋମବଳି ପାଇଁ ଏକ ମେଷ ନେବ।


ସେ ଅନ୍ୟ ଯାଜକମାନଙ୍କ ଭଳି ନୁହନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ୟକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସେମାନଙ୍କୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ।


ତଥାପି ତାକୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁ ସ୍ଥିର କଲେ। ସେ ତାହାକୁ ଦୁଃଖଗ୍ରସ୍ତ କଲେ। ତେଣୁ ତୁମ୍ଭେ ତାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କ ଇଷ୍ଟ ସିଦ୍ଧ ହେବ।


ଅମାବାସ୍ୟାରେ ନିତ୍ୟ ହୋମବଳି ସହିତ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ଏ ସମସ୍ତ ଉତ୍ସର୍ଗ କରିବ। ଏହା ସଦାପ୍ରଭୁଙ୍କୁ ସୁବାସିତ ଉପହାର ହେବ।


“ପୁଣି ଯେଉଁ ଛାଗ ଗୁଲିବାଣ୍ଟରେ ସଦାପ୍ରଭୁଙ୍କ ନିମନ୍ତେ ହେବ, ହାରୋଣ ତାକୁ ନେଇ ପାପାର୍ଥେ ବଳିଦାନ କରିବ।


ଓ ସାତ ମେଷଶାବକ ମଧ୍ୟରୁ ପ୍ରତି ମେଷଶାବକ ନିମନ୍ତେ ଅର୍ଦ୍ଧହିନ ତୈଳମିଶ୍ରିତ ସରୁ ମଇଦା;


Swiv nou:

Piblisite


Piblisite