ଗଣନା ପୁସ୍ତକ 29:14 - ପବିତ୍ର ବାଇବଲ14 ଶସ୍ୟ ନୈବେଦ୍ୟ ରୂପେ ପ୍ରତି ଷଣ୍ଢ ପାଇଁ ଦେଢ଼ ହିନ, ପ୍ରତି ଅଣ୍ତିରା ମେଷ ପାଇଁ ଏକ ହିନ, Gade chapit laପବିତ୍ର ବାଇବଲ (Re-edited) - (BSI)14 ପୁଣି ତହିଁର ଭକ୍ଷ୍ୟ-ନୈବେଦ୍ୟ, ତେର ପୁଂଗୋବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ତିନି ତିନି ଦଶମାଂଶ, ଦୁଇ ମେଷ ମଧ୍ୟରୁ ପ୍ରତ୍ୟେକ ମେଷ ନିମନ୍ତେ ଦୁଇ ଦୁଇ ଦଶମାଂଶ Gade chapit laଓଡିଆ ବାଇବେଲ14 ପୁଣି, ତହିଁର ଭକ୍ଷ୍ୟ-ନୈବେଦ୍ୟ, ତେର ପୁଂଗୋବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ତିନି ତିନି ଦଶମାଂଶ, ଦୁଇ ମେଷ ମଧ୍ୟରୁ ପ୍ରତ୍ୟେକ ମେଷ ନିମନ୍ତେ ଦୁଇ ଦୁଇ ଦଶମାଂଶ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ତହିଁର ଭକ୍ଷ୍ୟ ନୈବେଦ୍ୟ, ତେର ପୁଂଗୋବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ତିନି ତିନି ଦଶମାଂଶ, ଦୁଇ ମେଷ ମଧ୍ୟରୁ ପ୍ରତ୍ୟେକ ମେଷ ନିମନ୍ତେ ଦୁଇ ଦୁଇ ଦଶମାଂଶ Gade chapit la |