Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 29:16 - ପବିତ୍ର ବାଇବଲ

16 ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରିବା ଉଚିତ୍। ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମବଳି ସେମାନଙ୍କର ଶସ୍ୟ ଓ ପେୟନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ।

Gade chapit la Kopi

ଓଡିଆ ବାଇବେଲ

16 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

Gade chapit la Kopi




ଗଣନା ପୁସ୍ତକ 29:16
7 Referans Kwoze  

ତା'ର ଭାଇମାନେ ଏକ ଛେଳି ମାରି ତା'ର ରକ୍ତରେ ଯୋଷେଫଙ୍କର ବସ୍ତ୍ରକୁ ବୁଡ଼ାଇ ଦେଲେ।


ସେମାନଙ୍କୁ କୁହ, ସେମାନେ ନିମ୍ନରେ ଦର୍ଶାଯାଇଥିବା ଉପହାରଗୁଡ଼ିକ ସଦାପ୍ରଭୁଙ୍କ ନିକଟକୁ ଆଣିବେ। ନିତ୍ୟ ହୋମ ନିମନ୍ତେ ଏକ ବର୍ଷୀୟ ନିଖୁଣ ଦୁଇଟି ମେଷବତ୍ସ ଉତ୍ସର୍ଗ କରିବେ।


ଓ ପ୍ରତି ମେଷବତ୍ସ ପାଇଁ ଅର୍ଦ୍ଧହିନ ତୈଳମିଶ୍ରିତ ସରୁ ମଇଦା;


ଯେତେବେଳେ ତୁମ୍ଭେ ପ୍ରଥମ ମେଷଶାବକ ସହିତ ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟନୈବେଦ୍ୟ ନିମନ୍ତେ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ଉତ୍ସର୍ଗ କର।


ଯଦି ସେ ଶାସକ ଆପଣା କୃତ ପାପ ଜ୍ଞାତ ହୁଏ ତେବେ ସେ ଏକ ନିଖୁଣ ପୁଂ ଛାଗ ଉତ୍ସର୍ଗ କରିବ।


ଏହି ହୋମବଳି, ନିତ୍ୟ ହୋମବଳି, ପେୟନୈବେଦ୍ୟ ସହିତ ପ୍ରତି ବିଶ୍ରାମବାରରେ ଉତ୍ସର୍ଗ କରିବ।


ହୋମବଳି ଓ ପେୟନୈବେଦ୍ୟ ଛଡ଼ା, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରାଯିବ।


Swiv nou:

Piblisite


Piblisite