Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 29:19 - ପବିତ୍ର ବାଇବଲ

19 ଆଉ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛାଗ ଉତ୍ସର୍ଗ କରିବା ଉଚିତ୍। ନିତ୍ୟ ହୋମବଳି ଓ ସେମାନଙ୍କ ଅନୁରୂପ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବ୍ୟତିତ ତୁମ୍ଭେମାନେ ଏହିସବୁ ଉତ୍ସର୍ଗ କରିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ।

Gade chapit la Kopi

ଓଡିଆ ବାଇବେଲ

19 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ- ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

Gade chapit la Kopi




ଗଣନା ପୁସ୍ତକ 29:19
7 Referans Kwoze  

ଶମରିୟାର ପାପ ପାଇଁ ସେମାନେ ଶପଥ ନେଇ କହିବେ, ‘ହେ ଦାନ୍ ଯେପରି ତୁମ୍ଭର ପରମେଶ୍ୱର ନିଶ୍ଚିତ ଜୀବିତ’ ଓ ‘ବେ‌ର୍‌ଶେବାର ପ୍ରଭୁ ନିଶ୍ଚିତ ଜୀବିତ, ସେମାନଙ୍କର ନିଶ୍ଚିତ ପତନ ଘଟିବ ଓ ସେମାନେ କେବେ ଉଠି ପାରିବେ ନାହିଁ।”


ପୁଣି ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରାଯିବା ଉଚିତ୍। ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମବଳି ଓ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବ୍ୟତୀତ ଏହିସବୁ ଉତ୍ସର୍ଗ କରିବା ଉଚିତ୍।


ଆଉ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରିବା ଉଚିତ୍। ଏ ସମସ୍ତ ନିତ୍ୟ ହୋମବଳି ଓ ସେମାନଙ୍କ ଅନୁରୂପ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବ୍ୟତୀତ ସେହିସବୁ ତୁମ୍ଭେମାନେ ଉତ୍ସର୍ଗ କରିବ।


ପୁଣି ପାପାର୍ଥକ ବଳିରୂପେ ଏକ ଛାଗ ନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍। ପ୍ରାୟଶ୍ଚିତାର୍ଥକ ନୈବେଦ୍ୟ, ନିତ୍ୟ ହୋମବଳି ଓ ସେମାନଙ୍କର ନୈବେଦ୍ୟ ଓ ପେୟନୈବେଦ୍ୟ ଛଡ଼ା ଏହିସବୁ ତୁମ୍ଭେମାନେ ଉତ୍ସର୍ଗ କରିବା ଉଚିତ୍।


ତା'ର ଭାଇମାନେ ଏକ ଛେଳି ମାରି ତା'ର ରକ୍ତରେ ଯୋଷେଫଙ୍କର ବସ୍ତ୍ରକୁ ବୁଡ଼ାଇ ଦେଲେ।


ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାବେଳେ ଉତ୍ସର୍ଗ କରିବ। ଯେପରି ପ୍ରାତଃକାଳରେ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ଉତ୍ସର୍ଗ କରିବ, ସେହିପରି ତୁମ୍ଭେ ସଦାପ୍ରଭୁଙ୍କୁ ଏକ ସୁବାସିତ ଉପହାର ରୂପେ ଉତ୍ସର୍ଗ କରିବ।


“ଆଉ ଉତ୍ସବର ତୃତୀୟ ଦିନରେ ଏଗାରଟି ଷଣ୍ଢ, ଦୁଇଟି ଅଣ୍ତିରା ମେଷ ଓ ଏକବର୍ଷୀୟ ଚଉଦଟି ମେଷଶାବକ ଉତ୍ସର୍ଗ କରାଯିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।


Swiv nou:

Piblisite


Piblisite