Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 29:20 - ପବିତ୍ର ବାଇବଲ

20 “ଆଉ ଉତ୍ସବର ତୃତୀୟ ଦିନରେ ଏଗାରଟି ଷଣ୍ଢ, ଦୁଇଟି ଅଣ୍ତିରା ମେଷ ଓ ଏକବର୍ଷୀୟ ଚଉଦଟି ମେଷଶାବକ ଉତ୍ସର୍ଗ କରାଯିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଆଉ ତୃତୀୟ ଦିନରେ ନିଖୁନ୍ତ ଏଗାର ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,

Gade chapit la Kopi

ଓଡିଆ ବାଇବେଲ

20 ଆଉ ତୃତୀୟ ଦିନରେ ନିଖୁନ୍ତ ଏଗାର ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ ତୃତୀୟ ଦିନରେ ନିଖୁନ୍ତ ଏଗାର ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,

Gade chapit la Kopi




ଗଣନା ପୁସ୍ତକ 29:20
4 Referans Kwoze  

ଆଉ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛାଗ ଉତ୍ସର୍ଗ କରିବା ଉଚିତ୍। ନିତ୍ୟ ହୋମବଳି ଓ ସେମାନଙ୍କ ଅନୁରୂପ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବ୍ୟତିତ ତୁମ୍ଭେମାନେ ଏହିସବୁ ଉତ୍ସର୍ଗ କରିବା ଉଚିତ୍।


ପୁଣି ଗୋବତ୍ସର, ମେଷର ଓ ମେଷ ବତ୍ସମାନଙ୍କର ସଂଖ୍ୟା ଅନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟନୈବେଦ୍ୟ,


“ଆଉ ଦ୍ୱିତୀୟ ଦିନରେ, ବାରଟି ଷଣ୍ଢ, ଦୁଇଟି ଅଣ୍ତିରା ମେଷ ଓ ଏକବର୍ଷୀୟ ଚଉଦଟି ମେଷଶାବକ ଉତ୍ସର୍ଗ କରାଯିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।


ପର୍ବ ପ୍ରାୟ ଅଧାଅଧି ଶେଷ ହୋଇଯାଇଥିଲା। ତା'ପରେ ଯୀଶୁ ମନ୍ଦିର ପରିସରକୁ ଯାଇ ଉପଦେଶ ଦେବାରେ ଲାଗିଲେ।


Swiv nou:

Piblisite


Piblisite