Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 29:21 - ପବିତ୍ର ବାଇବଲ

21 ପୁଣି ଗୋବତ୍ସର, ମେଷର ଓ ମେଷ ବତ୍ସମାନଙ୍କର ସଂଖ୍ୟା ଅନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟନୈବେଦ୍ୟ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପୁଣି ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

Gade chapit la Kopi

ଓଡିଆ ବାଇବେଲ

21 ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

Gade chapit la Kopi




ଗଣନା ପୁସ୍ତକ 29:21
3 Referans Kwoze  

“ଆଉ ଉତ୍ସବର ତୃତୀୟ ଦିନରେ ଏଗାରଟି ଷଣ୍ଢ, ଦୁଇଟି ଅଣ୍ତିରା ମେଷ ଓ ଏକବର୍ଷୀୟ ଚଉଦଟି ମେଷଶାବକ ଉତ୍ସର୍ଗ କରାଯିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।


ଆଉ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରିବା ଉଚିତ୍। ଏ ସମସ୍ତ ନିତ୍ୟ ହୋମବଳି ଓ ସେମାନଙ୍କ ଅନୁରୂପ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବ୍ୟତୀତ ସେହିସବୁ ତୁମ୍ଭେମାନେ ଉତ୍ସର୍ଗ କରିବ।


ଅମାବାସ୍ୟାରେ ନିତ୍ୟ ହୋମବଳି ସହିତ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ଏ ସମସ୍ତ ଉତ୍ସର୍ଗ କରିବ। ଏହା ସଦାପ୍ରଭୁଙ୍କୁ ସୁବାସିତ ଉପହାର ହେବ।


Swiv nou:

Piblisite


Piblisite