Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 29:22 - ପବିତ୍ର ବାଇବଲ

22 ଆଉ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରିବା ଉଚିତ୍। ଏ ସମସ୍ତ ନିତ୍ୟ ହୋମବଳି ଓ ସେମାନଙ୍କ ଅନୁରୂପ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବ୍ୟତୀତ ସେହିସବୁ ତୁମ୍ଭେମାନେ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ।

Gade chapit la Kopi

ଓଡିଆ ବାଇବେଲ

22 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

Gade chapit la Kopi




ଗଣନା ପୁସ୍ତକ 29:22
6 Referans Kwoze  

କିଏ ଜାଣେ ସଦାପ୍ରଭୁ ତାଙ୍କର ହୃଦୟ ପରିବର୍ତ୍ତନ କରିବେ, ଏବଂ ତୁମ୍ଭମାନଙ୍କ ପାଇଁ ଆଶୀର୍ବାଦ ରଖିଯିବେ। ତା'ପରେ ତୁମ୍ଭେମାନେ ତୁମ୍ଭ ପ୍ରିୟ ସଦାପ୍ରଭୁ ପରମେଶ୍ୱରଙ୍କୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ଦେଇ ପାରିବ।


ହେ ଯାଜକଗଣ, ଚଟ ବସ୍ତ୍ର ପରିଧାନ କରି ଉଚ୍ଚ ସ୍ୱରରେ ବିଳାପ କର। ହେ ଯଜ୍ଞବେଦିର ପରିଗ୍ଭଳକ ଗଣ, ତୁମ୍ଭେମାନେ ଚଟ ବସ୍ତ୍ର ପରିଧାନ କରି ରାତ୍ରିଯାପନ କର। କାରଣ ପରମେଶ୍ୱରଙ୍କ ମନ୍ଦିରରେ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ମିଳିବ ନାହିଁ।


ସଦାପ୍ରଭୁଙ୍କର ଯାଜକ ଓ ପରିଗ୍ଭଳକଗଣ ରୋଦନ କର। କାରଣ ସଦାପ୍ରଭୁଙ୍କ ମନ୍ଦିରର ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ଆଉ ରହିବ ନାହିଁ।


କିନ୍ତୁ ଯେଉଁ ଲୋକମାନେ ଅନ୍ୟ ଦେବତାମାନଙ୍କୁ ପୂଜା କରନ୍ତି, ସେମାନେ ଅଧିକ ଦୁଃଖ ପାଆନ୍ତି। ମୁଁ ସେମାନଙ୍କ ସହିତ ଏକମତ ହୋଇ ପାରିବି ନାହିଁ। ଯେଉଁମାନେ ସେହି ମୂର୍ତ୍ତିଗୁଡ଼ିକ ଆଗରେ ରକ୍ତ ଅର୍ପଣ କରନ୍ତି, ସେମାନଙ୍କର ନାମ ମୁଁ କେବେ ଉଚ୍ଚାରଣ କରିବି ନାହିଁ।


ପୁଣି ଗୋବତ୍ସର, ମେଷର ଓ ମେଷ ବତ୍ସମାନଙ୍କର ସଂଖ୍ୟା ଅନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟନୈବେଦ୍ୟ,


“ଆଉ ଚତୁର୍ଥ ଦିନରେ, ଦଶ ଗୋଟି ଷଣ୍ଢ, ଦୁଇଟି ଅଣ୍ତିରା ମେଷ ଓ ଏକବର୍ଷୀୟ ଚଉଦଟି ମେଷଶାବକ ଉତ୍ସର୍ଗ କରାଯିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।


Swiv nou:

Piblisite


Piblisite