Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 29:23 - ପବିତ୍ର ବାଇବଲ

23 “ଆଉ ଚତୁର୍ଥ ଦିନରେ, ଦଶ ଗୋଟି ଷଣ୍ଢ, ଦୁଇଟି ଅଣ୍ତିରା ମେଷ ଓ ଏକବର୍ଷୀୟ ଚଉଦଟି ମେଷଶାବକ ଉତ୍ସର୍ଗ କରାଯିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଆଉ ଚତୁର୍ଥ ଦିନରେ ନିଖୁନ୍ତ ଦଶ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ

Gade chapit la Kopi

ଓଡିଆ ବାଇବେଲ

23 ଆଉ ଚତୁର୍ଥ ଦିନରେ ନିଖୁନ୍ତ ଦଶ ଗୋବତ୍ସ, ଦୁଇ ମେଷ, ଏକବର୍ଷୀୟ ଚଉଦ ମେଷବତ୍ସ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆଉ ଚତୁର୍ଥ ଦିନରେ ନିଖୁନ୍ତ ଦଶ ଗୋବତ୍ସ, ଦୁଇ ମେଷ, ଏକ ବର୍ଷୀୟ ଚଉଦ ମେଷବତ୍ସ,

Gade chapit la Kopi




ଗଣନା ପୁସ୍ତକ 29:23
3 Referans Kwoze  

ଆଉ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରିବା ଉଚିତ୍। ଏ ସମସ୍ତ ନିତ୍ୟ ହୋମବଳି ଓ ସେମାନଙ୍କ ଅନୁରୂପ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବ୍ୟତୀତ ସେହିସବୁ ତୁମ୍ଭେମାନେ ଉତ୍ସର୍ଗ କରିବ।


ଓ ଗୋବତ୍ସର, ମେଷର ଓ ମେଷ ବତ୍ସମାନଙ୍କର ସଂଖ୍ୟା ଅନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟନୈବେଦ୍ୟ,


ପର୍ବ ପ୍ରାୟ ଅଧାଅଧି ଶେଷ ହୋଇଯାଇଥିଲା। ତା'ପରେ ଯୀଶୁ ମନ୍ଦିର ପରିସରକୁ ଯାଇ ଉପଦେଶ ଦେବାରେ ଲାଗିଲେ।


Swiv nou:

Piblisite


Piblisite