Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 29:26 - ପବିତ୍ର ବାଇବଲ

26 “ଆଉ ପଞ୍ଚମ ଦିନରେ ନଅ ଗୋଟି ଷଣ୍ଢ ଦୁଇଟି ଅଣ୍ତିରା ମେଷ ଓ ଏକବର୍ଷୀୟ ଚଉଦଟି ମେଷଶାବକ ଉତ୍ସର୍ଗ କରାଯିବା ଉଚିତ୍। ଏହିସବୁ ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଆଉ ପଞ୍ଚମ ଦିନରେ ନିଖୁନ୍ତ ନଅ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,

Gade chapit la Kopi

ଓଡିଆ ବାଇବେଲ

26 ଆଉ ପଞ୍ଚମ ଦିନରେ ନିଖୁନ୍ତ ନଅ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆଉ ପଞ୍ଚମ ଦିନରେ ନିଖୁନ୍ତ ନଅ ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,

Gade chapit la Kopi




ଗଣନା ପୁସ୍ତକ 29:26
3 Referans Kwoze  

ଅତଏବ, ଯୀଶୁ ଖ୍ରୀଷ୍ଟଙ୍କ ଭଳି ମହାଯାଜକ ଆମ୍ଭର ଆବଶ୍ୟକ ଥିଲା। ସେ ପବିତ୍ର, ତାହାଙ୍କଠାରେ କୌଣସି ପାପ ନାହିଁ। ସେ ପବିତ୍ର ଓ ପାପୀମାନଙ୍କ ଦ୍ୱାରା ପ୍ରଭାବିତ ନୁହନ୍ତି। ତାଙ୍କୁ ସ୍ୱର୍ଗଠାରୁ ମଧ୍ୟ ଉଚ୍ଚସ୍ଥାନକୁ ନିଆ ଯାଇଛି।


ପୁଣି ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରାଯିବା ଉଚିତ୍। ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମବଳି ଓ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବ୍ୟତୀତ ଏହିସବୁ ଉତ୍ସର୍ଗ କରିବା ଉଚିତ୍।


ପୁଣି ଗୋବତ୍ସର, ମେଷର ଓ ମେଷ ବତ୍ସମାନଙ୍କର ସଂଖ୍ୟା ଅନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟନୈବେଦ୍ୟ,


Swiv nou:

Piblisite


Piblisite