Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 29:27 - ପବିତ୍ର ବାଇବଲ

27 ପୁଣି ଗୋବତ୍ସର, ମେଷର ଓ ମେଷ ବତ୍ସମାନଙ୍କର ସଂଖ୍ୟା ଅନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟନୈବେଦ୍ୟ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ପୁଣି ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

Gade chapit la Kopi

ଓଡିଆ ବାଇବେଲ

27 ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

Gade chapit la Kopi




ଗଣନା ପୁସ୍ତକ 29:27
2 Referans Kwoze  

“ଆଉ ପଞ୍ଚମ ଦିନରେ ନଅ ଗୋଟି ଷଣ୍ଢ ଦୁଇଟି ଅଣ୍ତିରା ମେଷ ଓ ଏକବର୍ଷୀୟ ଚଉଦଟି ମେଷଶାବକ ଉତ୍ସର୍ଗ କରାଯିବା ଉଚିତ୍। ଏହିସବୁ ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।


ପୁଣି ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରାଯିବା ଉଚିତ୍। ଏ ସମସ୍ତ ନିତ୍ୟ ହୋମବଳି, ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବ୍ୟତୀତ ଏହିଗୁଡ଼ିକ ତୁମ୍ଭେମାନେ ଉତ୍ସର୍ଗ କରିବା ଉଚିତ୍।


Swiv nou:

Piblisite


Piblisite