Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 29:29 - ପବିତ୍ର ବାଇବଲ

29 “ଆଉ ପର୍ବର ଷଷ୍ଠ ଦିନରେ ଆଠଟି ଷଣ୍ଢ, ଦୁଇଟି ଅଣ୍ତିରା ମେଷ ଓ ଏକବର୍ଷୀୟ ଚଉଦଟି ମେଷଶାବକ ଉତ୍ସର୍ଗ କରିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଆଉ ଷଷ୍ଠ ଦିନରେ ନିଖୁନ୍ତ ଆଠ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,

Gade chapit la Kopi

ଓଡିଆ ବାଇବେଲ

29 ଆଉ ଷଷ୍ଠ ଦିନରେ ନିଖୁନ୍ତ ଆଠ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଆଉ ଷଷ୍ଠ ଦିନରେ ନିଖୁନ୍ତ ଆଠ ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,

Gade chapit la Kopi




ଗଣନା ପୁସ୍ତକ 29:29
4 Referans Kwoze  

ପୁଣି ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରାଯିବା ଉଚିତ୍। ଏ ସମସ୍ତ ନିତ୍ୟ ହୋମବଳି, ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବ୍ୟତୀତ ଏହିଗୁଡ଼ିକ ତୁମ୍ଭେମାନେ ଉତ୍ସର୍ଗ କରିବା ଉଚିତ୍।


ଆଉ ଗୋବତ୍ସର, ମେଷର ଓ ମେଷ ବତ୍ସମାନଙ୍କର ସଂଖ୍ୟା ଅନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟନୈବେଦ୍ୟ,


ହିଜକିୟ ତାଙ୍କର ନିଜର ପଶୁପଲ ମଧ୍ୟରୁ କେତୋଟିକୁ ହୋମବଳି ଉପହାର ସ୍ୱରୂପେ ଉତ୍ସର୍ଗ କରିବାକୁ ଦେଲେ। ଏହିସବୁ ପଶୁଗୁଡ଼ିକୁ ପ୍ରତିଦିନ ସକାଳେ ଓ ସନ୍ଧ୍ୟା ସମୟରେ ହୋମବଳି ଉପହାର ସ୍ୱରୂପେ ବ୍ୟବହାର କରାଯାଉଥିଲା। ଏହି ପଶୁଗୁଡ଼ିକୁ ବିଶ୍ରାମର ବିଶେଷ ଦିନ, ଅମାବାସ୍ୟା ଉତ୍ସବ ଓ ଅନ୍ୟାନ୍ୟ ବିଶେଷ ସଭାମାନଙ୍କରେ ଉତ୍ସର୍ଗ କରାଯାଉଥିଲା। ସଦାପ୍ରଭୁଙ୍କ ବ୍ୟବସ୍ଥା ନିୟମରେ ଯେଉଁପରି ଲେଖାଯାଉଥିଲା, ଏହା ସେହିପରି କରାଯାଉଥିଲା।


ପୁଣି ପର୍ବ ଦିନରେ; ଅମାବାସ୍ୟାରେ ଓ ବିଶ୍ରାମବାରଗୁଡ଼ିକରେ ଇସ୍ରାଏଲ ବଂଶର ସକଳ ନିରୂପିତ ପର୍ବ ସମୟରେ ହୋମବଳି, ଶସ୍ୟବଳି ଓ ପେୟନୈବେଦ୍ୟ ଓ ସହଭାଗିତାର ନୈବେଦ୍ୟ ଅଧିପତି ଦେବେ। ଅଧିପତି ଇସ୍ରାଏଲକୁ ପବିତ୍ର କରିବା ପାଇଁ ସମସ୍ତ ପାପାର୍ଥକ ବଳି, ଶସ୍ୟ ନୈବେଦ୍ୟ, ହୋମବଳି, ସହଭାଗିତାର ନୈବେଦ୍ୟ ଉତ୍ସର୍ଗ କରିବେ।”


Swiv nou:

Piblisite


Piblisite