Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 29:30 - ପବିତ୍ର ବାଇବଲ

30 ଆଉ ଗୋବତ୍ସର, ମେଷର ଓ ମେଷ ବତ୍ସମାନଙ୍କର ସଂଖ୍ୟା ଅନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟନୈବେଦ୍ୟ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

Gade chapit la Kopi

ଓଡିଆ ବାଇବେଲ

30 ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

Gade chapit la Kopi




ଗଣନା ପୁସ୍ତକ 29:30
2 Referans Kwoze  

“ଆଉ ପର୍ବର ଷଷ୍ଠ ଦିନରେ ଆଠଟି ଷଣ୍ଢ, ଦୁଇଟି ଅଣ୍ତିରା ମେଷ ଓ ଏକବର୍ଷୀୟ ଚଉଦଟି ମେଷଶାବକ ଉତ୍ସର୍ଗ କରିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।


ପୁଣି ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରିବା ଉଚିତ୍। ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମବଳି ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବ୍ୟତୀତ ଏହିସବୁ ଉତ୍ସର୍ଗ କରିବା ଉଚିତ୍।


Swiv nou:

Piblisite


Piblisite