Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 29:32 - ପବିତ୍ର ବାଇବଲ

32 “ଆଉ ସପ୍ତମ ଦିନରେ ସାତୋଟି ଷଣ୍ଢ, ଦୁଇଟି ମେଷ ଓ ଏକବର୍ଷୀୟ ଚଉଦଟି ମେଷଶାବକ ଉତ୍ସର୍ଗ କରାଯିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଆଉ ସପ୍ତମ ଦିନରେ ନିଖୁନ୍ତ ସାତ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,

Gade chapit la Kopi

ଓଡିଆ ବାଇବେଲ

32 ଆଉ ସପ୍ତମ ଦିନରେ ନିଖୁନ୍ତ ସାତ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଆଉ ସପ୍ତମ ଦିନରେ ନିଖୁନ୍ତ ସାତ ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,

Gade chapit la Kopi




ଗଣନା ପୁସ୍ତକ 29:32
5 Referans Kwoze  

ପୁଣି ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରିବା ଉଚିତ୍। ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମବଳି ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବ୍ୟତୀତ ଏହିସବୁ ଉତ୍ସର୍ଗ କରିବା ଉଚିତ୍।


ଆଉ ଗୋବତ୍ସର, ମେଷର ଓ ମେଷ ବତ୍ସମାନଙ୍କର ସଂଖ୍ୟା ଅନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟନୈବେଦ୍ୟ,


ତା'ପରେ ବିଲିୟମ ବାଲାକକୁ କହିଲେ, “ଏଠାରେ ମୋ’ ପାଇଁ ସାତ ଗୋଟି ଯଜ୍ଞବେଦି ନିର୍ମାଣ କର। ମୋ’ ପାଇଁ ସାତୋଟି ଷଣ୍ଢ ଓ ସାତୋଟି ମେଷ ପ୍ରସ୍ତୁତ କର।”


ପରମେଶ୍ୱର ନିୟମସିନ୍ଦୁକ ବହିନେଇ ଯାଉଥିବା ଲେବୀୟମାନଙ୍କୁ ସାହାଯ୍ୟ କଲେ। ସେମାନେ ସାତ ଗୋଟି ବଳଦ ଓ ସାତୋଟି ମେଣ୍ଢାକୁ ଉତ୍ସର୍ଗ କଲେ।


ତେଣୁ ସଦାପ୍ରଭୁ ଏହିକଥା କହନ୍ତି, ‘ହେ ହନାନିୟ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରିବା। ତୁମ୍ଭେ ଏହି ବର୍ଷ ମରିବ। କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ।’”


Swiv nou:

Piblisite


Piblisite