Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 29:36 - ପବିତ୍ର ବାଇବଲ

36 ମାତ୍ର ସଦାପ୍ରଭୁଙ୍କୁ ହୋମବଳିରୂପେ ଏକ ଷଣ୍ଢ, ଏକ ଅଣ୍ତିରା ମେଷ ଓ ଏକବର୍ଷୀୟ ସାତୋଟି ମେଷଶାବକ ଉତ୍ସର୍ଗ କରିବା ଉଚିତ୍। ଏହି ପଶୁଗୁଡ଼ିକର କୈଣସି ଖୁଣ ନ ଥିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ନିଖୁନ୍ତ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ,

Gade chapit la Kopi

ଓଡିଆ ବାଇବେଲ

36 ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ନିଖୁନ୍ତ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ନିଖୁନ୍ତ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ,

Gade chapit la Kopi




ଗଣନା ପୁସ୍ତକ 29:36
3 Referans Kwoze  

“ଆଉ ଅଷ୍ଟମ ଦିନରେ, ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ। ସେହି ଦିନ ତୁମ୍ଭେମାନେ କୌଣସି କାର୍ଯ୍ୟ କରିବା ଉଚିତ୍ ନୁହଁ।


ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟା ଅନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟନୈବେଦ୍ୟ,


ତୁମ୍ଭେମାନେ ସଦାପ୍ରଭୁଙ୍କୁ ସୁବାସିତ ଉପହାରରୂପେ ଏକ ଅଣ୍ତିରା ମେଷ ଓ ସାତୋଟି ଏକବର୍ଷୀୟ ମେଷଶାବକ ହୋମବଳିରୂପେ ଉତ୍ସର୍ଗ କରିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।


Swiv nou:

Piblisite


Piblisite