Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 29:8 - ପବିତ୍ର ବାଇବଲ

8 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କୁ ସୁବାସିତ ଉପହାର ରୂପେ ଏକ ଷଣ୍ଢ, ଏକ ଅଣ୍ତିରା ମେଷ ଓ ଏକବର୍ଷୀୟ ସାତୋଟି ମେଷଶାବକ ଉତ୍ସର୍ଗ କରିବ। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ହୋମବଳି ରୂପେ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ତୁମ୍ଭ ପ୍ରତି ଏମାନେ ନିଖୁନ୍ତ ହେବେ;

Gade chapit la Kopi

ଓଡିଆ ବାଇବେଲ

8 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ହୋମବଳି ରୂପେ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ତୁମ୍ଭ ପ୍ରତି ଏମାନେ ନିଖୁନ୍ତ ହେବେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ହୋମବଳି ରୂପେ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ତୁମ୍ଭ ପ୍ରତି ଏମାନେ ନିଖୁନ୍ତ ହେବେ;

Gade chapit la Kopi




ଗଣନା ପୁସ୍ତକ 29:8
8 Referans Kwoze  

ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କୁ ସୁବାସିତ ନୈବେଦ୍ୟ ରୂପେ ତେରଟି ଷଣ୍ଢ, ଦୁଇଟି ଅଣ୍ତିରା ମେଷ ଓ ଏକବର୍ଷୀୟ ଚଉଦଟି ମେଷଶାବକ ଉତ୍ସର୍ଗ କରିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।


ମାତ୍ର ସଦାପ୍ରଭୁଙ୍କୁ ଉପହାର ଓ ହୋମବଳି ରୂପେ ଦୁଇଟି ଷଣ୍ଢ ଗୋଟିଏ ଅଣ୍ତିରା ମେଷ ଓ ସାତୋଟି ଏକ ବର୍ଷିୟ ମେଷଶାବକ ଉତ୍ସର୍ଗ କରିବା ଉଚିତ୍। ଏହିସବୁ ପଶୁଗୁଡ଼ିକ ଖୁଣ ନ ଥିବ।


ତୁମ୍ଭେମାନେ ସଦାପ୍ରଭୁଙ୍କୁ ସୁବାସିତ ଉପହାରରୂପେ ଏକ ଅଣ୍ତିରା ମେଷ ଓ ସାତୋଟି ଏକବର୍ଷୀୟ ମେଷଶାବକ ହୋମବଳିରୂପେ ଉତ୍ସର୍ଗ କରିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।


ପୁଣି ତହିଁରେ ଶସ୍ୟ ନୈବେଦ୍ୟରୂପେ ଏକ ଷଣ୍ଢ ନିମନ୍ତେ ଦେଢ଼ ହିନ ଓ ଏକ ଅଣ୍ତିରା ମେଷ ନିମନ୍ତେ ଏକ ହିନ ତୈଳମିଶ୍ରିତ ସରୁ ମଇଦା ନେବ।


“ଯଦି ସେହି ପଶୁଠାରେ କୌଣସି ଖୁଣ ଥାଏ, ଯଥା ସେ ଯଦି ଛୋଟା, କଣା କିମ୍ବା କୌଣସି ମନ୍ଦ ଖୁଣ ଯୁକ୍ତ ଥାଏ ତେବେ ତୁମ୍ଭେ ତାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରି ପାରିବ ନାହିଁ।


“ତୁମ୍ଭେମାନେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଯେଉଁ ବଳି ଉତ୍ସର୍ଗ କରିବ ବାଛୁରି ହେଉ କିଅବା ମେଷ ହେଉ, ସେମାନଙ୍କର କୌଣସି ଖୁଣ ନ ଥିବ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତାହାକୁ ଘୃଣା କରନ୍ତି।


“ସେ ଯଦି ନିଜ ଗୋଠରୁ ଗାଈ ହୋମବଳି ରୂପେ ଉତ୍ସର୍ଗ କରେ, ତେବେ ତାହା ନିଶ୍ଚିତ ନିଖୁଣ ଅଣ୍ଡିରା ବାଛୁରି ହୋଇଥିବ ଓ ସେ ତାକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ। ତାହାହେଲେ ତାହା ସଦାପ୍ରଭୁଙ୍କ ଦ୍ୱାରା ଗୃହୀତ ହେବ।


Swiv nou:

Piblisite


Piblisite