Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 29:9 - ପବିତ୍ର ବାଇବଲ

9 ପୁଣି ତହିଁରେ ଶସ୍ୟ ନୈବେଦ୍ୟରୂପେ ଏକ ଷଣ୍ଢ ନିମନ୍ତେ ଦେଢ଼ ହିନ ଓ ଏକ ଅଣ୍ତିରା ମେଷ ନିମନ୍ତେ ଏକ ହିନ ତୈଳମିଶ୍ରିତ ସରୁ ମଇଦା ନେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି ତହିଁର ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ତହିଁର ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ତହିଁର ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ

Gade chapit la Kopi




ଗଣନା ପୁସ୍ତକ 29:9
4 Referans Kwoze  

“ଅଷ୍ଟମ ଦିନରେ ସେ କୁଷ୍ଠରୋଗୀ ଦୁଇ ନିଖୁଣ ମେଷବତ୍ସ, ଏକବର୍ଷୀୟା ଏକ ନିଖୁଣ ମେଷବତ୍ସା, ଶସ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋ‌‌‌‌ଗ୍‌‌‌‌ ତୈଳ ନେବ।


ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କୁ ସୁବାସିତ ଉପହାର ରୂପେ ଏକ ଷଣ୍ଢ, ଏକ ଅଣ୍ତିରା ମେଷ ଓ ଏକବର୍ଷୀୟ ସାତୋଟି ମେଷଶାବକ ଉତ୍ସର୍ଗ କରିବ। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବ।


ଓ ସାତ ମେଷଶାବକ ମଧ୍ୟରୁ ପ୍ରତି ମେଷଶାବକ ନିମନ୍ତେ ଅର୍ଦ୍ଧହିନ ତୈଳମିଶ୍ରିତ ସରୁ ମଇଦା;


Swiv nou:

Piblisite


Piblisite