Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:12 - ପବିତ୍ର ବାଇବଲ

12 “ମୁଁ ତୁମ୍ଭକୁ କହିଥିଲି ଇସ୍ରାଏଲର ପ୍ରତ୍ୟେକ ବଂଶର ପ୍ରଥମଜାତ ମୋର ସେବକ ହେବ। ବର୍ତ୍ତମାନ ଲେବୀୟମାନେ ମୋର ଅଧିକୃତ, ତେଣୁ ଇସ୍ରାଏଲୀୟମାନଙ୍କ ପ୍ରଥମଜାତ ପରିବର୍ତ୍ତେ ଲେବୀୟମାନେ ମୋର ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଗର୍ଭଫଳ ପରିବର୍ତ୍ତରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଗ୍ରହଣ କଲୁ, ଏଣୁ ଲେବୀୟମାନେ ଆମ୍ଭର ହେବେ।

Gade chapit la Kopi

ଓଡିଆ ବାଇବେଲ

12 “ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଗର୍ଭଫଳ ପରିବର୍ତ୍ତରେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଗ୍ରହଣ କଲୁ, ଏଣୁ ଲେବୀୟମାନେ ଆମ୍ଭର ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 “ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଗର୍ଭଫଳ ପରିବର୍ତ୍ତରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଗ୍ରହଣ କଲୁ, ଏଣୁ ଲେବୀୟମାନେ ଆମ୍ଭର ହେବେ।

Gade chapit la Kopi




ଗଣନା ପୁସ୍ତକ 3:12
8 Referans Kwoze  

କାରଣ ସେମାନେ ଇସ୍ରାଏଲ ଲୋକମାନଙ୍କ ମଧ୍ୟରୁ ଆମ୍ଭ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ, ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ସମସ୍ତ ପ୍ରଥମଜାତ ସନ୍ତାନ ବଦଳରେ ସେମାନଙ୍କୁ ଆପଣା ନିମନ୍ତେ ଗ୍ରହଣ କଲୁ।


ମୁଁ ସଦାପ୍ରଭୁ, ମୁଁ ଇସ୍ରାଏଲ ଲୋକମାନଙ୍କର ସମସ୍ତ ପ୍ରଥମଜାତ ଲୋକ ବଦଳରେ ଲେବୀୟମାନଙ୍କୁ ଗ୍ରହଣ କରିବି। ପୁଣି ଇସ୍ରାଏଲ ଲୋକମାନଙ୍କର ସମସ୍ତ ପ୍ରଥମଜାତ ପଶୁ ବଦଳରେ ଲେବୀୟମାନଙ୍କର ପଶୁ ଗ୍ରହଣ କରିବି।”


ଆଉ ଆମ୍ଭେ ଇସ୍ରାଏଲର ଲୋକମାନଙ୍କ ମଧ୍ୟରୁ ତୁମ୍ଭ ଭ୍ରାତୃଗଣ ଲେବୀମାନଙ୍କୁ ଗ୍ରହଣ କରିଅଛୁ। ସେମାନେ ଯେପରି ସଦାପ୍ରଭୁଙ୍କର ଓ ସମାଗମ-ତମ୍ବୁର ସେବା କରି ପାରିବେ, ସେମାନେ ତୁମ୍ଭଙ୍କୁ ଉପହାର ସ୍ୱରୂପ ଦେଲେ।


ପୁଣି ଇସ୍ରାଏଲ ଲୋକମାନେ ସମସ୍ତ ପ୍ରଥମଜାତ ବଦଳରେ ଆମ୍ଭେ ଲେବୀୟମାନଙ୍କୁ ଗ୍ରହଣ କଲୁ।


“ତୁମ୍ଭେ ସମସ୍ତ ଲେବୀୟ ଏବଂ ତାଙ୍କର ସମସ୍ତ ପଶୁ ଇସ୍ରାଏଲର ପ୍ରଥମଜାତ ଏବଂ ଇସ୍ରାଏଲର ପଶୁମାନଙ୍କ ପ୍ରଥମଜାତ ବଦଳରେ ଗ୍ରହଣ କର। ଆଉ ଲେବୀୟମାନେ ମୋର ହେବେ, ମୁଁ ସଦାପ୍ରଭୁ ଅଟେ।


“ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହେବ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରଦାନ କର, ତାହା ଆମ୍ଭର।”


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


ଏହିରୂପେ ତୁମ୍ଭେ ଲେବୀୟମାନଙ୍କୁ ଇସ୍ରାଏଲ ସନ୍ତାନମାନଙ୍କଠାରୁ ପୃଥକ୍ କରିବ। ସେମାନେ ମୋର ହେବେ।


Swiv nou:

Piblisite


Piblisite