Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:21 - ପବିତ୍ର ବାଇବଲ

21 ଗେର୍ଶୋନଠାରୁ ଲି‌ବ୍‌ନି ବଂଶ ଓ ଶିମିୟିର ବଂଶ ଉତ୍ପନ୍ନ ହେଲେ, ଏମାନେ ଗେର୍ଶୋନୀୟ ବଂଶ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଗେର୍ଶୋନଠାରୁ ଲିବ୍ନି ବଂଶ ଓ ଶିମୀୟିର ବଂଶ ଉତ୍ପନ୍ନ ହେଲେ; ଏମାନେ ଗେର୍ଶୋନୀୟ ବଂଶ।

Gade chapit la Kopi

ଓଡିଆ ବାଇବେଲ

21 ଗେର୍ଶୋନଠାରୁ ଲିବ୍‍ନୀୟ ବଂଶ ଓ ଶିମୀୟିର ବଂଶ ଉତ୍ପନ୍ନ ହେଲେ; ଏମାନେ ଗେର୍ଶୋନୀୟ ବଂଶ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଗେର୍ଶୋନଠାରୁ ଲିବ୍‍ନୀୟ ବଂଶ ଓ ଶିମୀୟିର ବଂଶ ଉତ୍ପନ୍ନ ହେଲେ; ଏମାନେ ଗେର୍ଶୋନୀୟ ବଂଶ।

Gade chapit la Kopi




ଗଣନା ପୁସ୍ତକ 3:21
9 Referans Kwoze  

ପୁଣି ଆପଣା ବଂଶ ଅନୁସାରେ ମରାରିର ପରିବାରବର୍ଗର ନାମ ମହଲି ଓ ମୂଶି। ଏମାନେ ଆପଣା ପିତୃଗୃହ ଅନୁସାରେ ଲେବୀୟମାନଙ୍କ ବଂଶ।


ଏମାନଙ୍କ ମଧ୍ୟରେ ଓ ଏକ ମାସରୁ ଅଧିକ ବୟସ୍କ ବାଳକ ଗଣନା ଅନୁସାରେ 7,500 ହେଲେ।


ଏହିସବୁ ଗୋଷ୍ଠୀଗୁଡ଼ିକ ମଧ୍ୟ ଲେବୀୟ ପରିବାରବର୍ଗର ଅନ୍ତର୍ଭୁକ୍ତ ଅଟେ। ଲିବ୍ନୀୟ ଗୋଷ୍ଠୀ, ହିବ୍ରୋଣୀୟ ଗୋଷ୍ଠୀ, ମହଲୀୟ ଗୋଷ୍ଠୀ, ମୂଶୀୟ ଗୋଷ୍ଠୀ ଏବଂ କୋରହୀୟ ଗୋଷ୍ଠୀ। କହାତ ଅମ୍ରମର ପିତା ଥିଲେ।


ଲେବୀ 137 ବର୍ଷ ବଞ୍ଚିଥିଲେ। ଲେବୀଙ୍କର ସନ୍ତାନମାନେ ଥିଲେ, ଗେର୍ଶୋନ୍, କହାତ୍ ଓ ମରାରି।


ଗେର୍ଶୋନ ପରିବାରବର୍ଗର ନାମ ଲି‌ବ୍‌ନି ଓ ଶିମିୟି।


“ସେମାନଙ୍କର ପିତୃଗୃହ ଓ ପରିବାରବର୍ଗ ଅନୁସାରେ ଗେର୍ଶୋନ ପରିବାରକୁ ଗଣନା କର।


ଗେର୍ଶୋନର ସନ୍ତାନଗଣ ଇଷାଖର ବଂଶର ସମସ୍ତ ବଂଶରୁ ଏବଂ ଆଶେର ବଂଶ, ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରୁ ତେରଟି ନଗର ପାଇଲେ।


ଗେର୍ଶୋନଙ୍କ ପୁତ୍ରମାନେ ଥିଲେ ଲି‌ବ୍‌ନି ଓ ଶିମିୟି।


ଲେବୀ ପରିବାରର ନିଜେ ନିଜେ ଏବଂ ସେମାନଙ୍କର ସ୍ତ୍ରୀଲୋକମାନେ ନିଜେ ନିଜେ, ଶିମିୟିର ପରିବାରମାନେ ନିଜେ ନିଜେ ଶୋକ କରିବେ ଏବଂ ତାଙ୍କର ସ୍ତ୍ରୀମାନେ ନିଜେ ନିଜେ ଶୋକ କରିବେ।


Swiv nou:

Piblisite


Piblisite