Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:23 - ପବିତ୍ର ବାଇବଲ

23 ଗେର୍ଶୋନୀୟ ପରିବାରବର୍ଗ ପଶ୍ଚିମ ଦିଗରେ ପବିତ୍ର ତମ୍ବୁର ପଶ୍ଚାତ ଭାଗରେ ଛାଉଣି ସ୍ଥାପନ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଗେର୍ଶୋନୀୟ ବଂଶ ପଶ୍ଚିମ ଦିଗରେ ଆବାସର ପଶ୍ଚାଦ୍ ଭାଗରେ ଛାଉଣି ସ୍ଥାପନ କରିବେ।

Gade chapit la Kopi

ଓଡିଆ ବାଇବେଲ

23 ଗେର୍ଶୋନୀୟ ବଂଶ ପଶ୍ଚିମ ଦିଗରେ ଆବାସର ପଶ୍ଚାଦ୍‍ ଭାଗରେ ଛାଉଣି ସ୍ଥାପନ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଗେର୍ଶୋନୀୟ ବଂଶ ପଶ୍ଚିମ ଦିଗରେ ଆବାସର ପଶ୍ଚାଦ୍‍ ଭାଗରେ ଛାଉଣି ସ୍ଥାପନ କରିବେ।

Gade chapit la Kopi




ଗଣନା ପୁସ୍ତକ 3:23
4 Referans Kwoze  

କିନ୍ତୁ ଲେବୀୟମାନେ ନିୟମର ପବିତ୍ର ତମ୍ବୁର ଚତୁର୍ଦ୍ଦିଗରେ ଛାଉଣି ସ୍ଥାପନ କରିବେ ଓ ସେମାନେ ନିୟମର ପବିତ୍ର ତମ୍ବୁକୁ ରକ୍ଷା କରିବେ। ଏହିପରି ପରମେଶ୍ୱରଙ୍କର କ୍ରୋଧ, ଇସ୍ରାଏଲର ଲୋକମାନଙ୍କ ଉପରେ ବ୍ୟାପିବ ନାହିଁ।”


“ଏହା ପରେ ଲେବୀୟମାନଙ୍କ ଛାଉଣି ସହିତ ସମାଗମ-ତମ୍ବୁ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ। ସେମାନେ ସେହି ନିୟମରେ ଅଗ୍ରସର ହେବେ, ଯେପରି ଛାଉଣି ସ୍ଥାପନ କରିବେ, ସମସ୍ତେ ତାଙ୍କ ଧ୍ୱଜା ପାଖରେ ସର୍ବଦା ରହିବେ।


ଏମାନଙ୍କ ମଧ୍ୟରେ ଓ ଏକ ମାସରୁ ଅଧିକ ବୟସ୍କ ବାଳକ ଗଣନା ଅନୁସାରେ 7,500 ହେଲେ।


ପୁଣି ଲାୟେଲର ପୁତ୍ର ଇଲୀୟାସଫ ଗେର୍ଶୋନୀୟ ପରିବାରବର୍ଗର ଅଧିପତି ଥିଲା।


Swiv nou:

Piblisite


Piblisite