Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:24 - ପବିତ୍ର ବାଇବଲ

24 ପୁଣି ଲାୟେଲର ପୁତ୍ର ଇଲୀୟାସଫ ଗେର୍ଶୋନୀୟ ପରିବାରବର୍ଗର ଅଧିପତି ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ପୁଣି ଲାୟେଲର ପୁତ୍ର ଇଲୀୟାସଫ୍ ଗେର୍ଶୋନୀୟ-ମାନଙ୍କ ପିତୃଗୃହର ଅଧିପତି ହେବ।

Gade chapit la Kopi

ଓଡିଆ ବାଇବେଲ

24 ପୁଣି, ଲାୟେଲର ପୁତ୍ର ଇଲୀୟାସଫ୍‍ ଗେର୍ଶୋନୀୟମାନଙ୍କ ପିତୃଗୃହର ଅଧିପତି ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ଲାୟେଲର ପୁତ୍ର ଇଲୀୟାସଫ୍‍ ଗେର୍ଶୋନୀୟମାନଙ୍କ ପିତୃଗୃହର ଅଧିପତି ହେବ।

Gade chapit la Kopi




ଗଣନା ପୁସ୍ତକ 3:24
3 Referans Kwoze  

ଗେର୍ଶୋନୀୟ ପରିବାରବର୍ଗ ପଶ୍ଚିମ ଦିଗରେ ପବିତ୍ର ତମ୍ବୁର ପଶ୍ଚାତ ଭାଗରେ ଛାଉଣି ସ୍ଥାପନ କରିବେ।


ସମାଗମ-ତମ୍ବୁରେ ଗେର୍ଶୋନର ପରିବାରର କର୍ତ୍ତବ୍ୟ ଥିଲା, ପବିତ୍ର ତମ୍ବୁର ଛାତ ଏବଂ ସମାଗମ-ତମ୍ବୁର ଫାଟକର ଆଚ୍ଛାଦନ କନାର ଯତ୍ନ ନେବା।


“ସେମାନଙ୍କର ପିତୃଗୃହ ଓ ପରିବାରବର୍ଗ ଅନୁସାରେ ଗେର୍ଶୋନ ପରିବାରକୁ ଗଣନା କର।


Swiv nou:

Piblisite


Piblisite