Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:26 - ପବିତ୍ର ବାଇବଲ

26 ସେମାନେ ପବିତ୍ର ତମ୍ବୁର ପ୍ରାଙ୍ଗଣରେ ଓ ବେଦିରେ ଥିବା ପରଦାର, ପ୍ରାଙ୍ଗଣର ପ୍ରବେଶ ଫାଟକର ଏବଂ ସମସ୍ତ ରଜ୍ଜୁର ଯତ୍ନ ନେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଓ ପ୍ରାଙ୍ଗଣର ପରଦାସକଳ ଓ ଆବାସ ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣଦ୍ଵାରର ଆଚ୍ଛାଦନବସ୍ତ୍ର ଓ ତହିଁର ସେବାକାର୍ଯ୍ୟ ନିମିତ୍ତ ସମସ୍ତ ରଜ୍ଜୁ।

Gade chapit la Kopi

ଓଡିଆ ବାଇବେଲ

26 ପ୍ରାଙ୍ଗଣର ପରଦାସକଳ, ଆବାସ ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ଓ ତହିଁର ସେବାକାର୍ଯ୍ୟ ନିମିତ୍ତ ସମସ୍ତ ରଜ୍ଜୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପ୍ରାଙ୍ଗଣର ପରଦାସକଳ, ଆବାସ ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ଓ ତହିଁର ସେବାକାର୍ଯ୍ୟ ନିମିତ୍ତ ସମସ୍ତ ରଜ୍ଜୁ।

Gade chapit la Kopi




ଗଣନା ପୁସ୍ତକ 3:26
5 Referans Kwoze  

ତମ୍ବୁର ମେଖ, ପ୍ରାଙ୍ଗଣର ଖିଲ ଓ ଉଭୟର ରଜ୍ଜୁ।


ପୁଣି କହା‌‌ତ୍‌ଠାରୁ ଅମ୍ରମୀୟ ବଂଶ ଯି‌ଷ୍‌ହରିୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ। ଏମାନେ କହାତୀୟ ବଂଶ ହେଲେ।


“ସେବା କରିବା ଓ ଭାର ବହିବା କାର୍ଯ୍ୟ ମଧ୍ୟରେ ଗେର୍ଶୋନ ବଂଶର ସେବା ଏହି।


Swiv nou:

Piblisite


Piblisite