Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:27 - ପବିତ୍ର ବାଇବଲ

27 ପୁଣି କହା‌‌ତ୍‌ଠାରୁ ଅମ୍ରମୀୟ ବଂଶ ଯି‌ଷ୍‌ହରିୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ। ଏମାନେ କହାତୀୟ ବଂଶ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଆଉ କହାତ୍ଠାରୁ ଅମ୍ରମୀୟ ବଂଶ ଓ ଯିଷ୍ହରୀୟ ବଂଶ ଓ ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।

Gade chapit la Kopi

ଓଡିଆ ବାଇବେଲ

27 ଆଉ କହାତଠାରୁ ଅମ୍ରାମୀୟ ବଂଶ, ଯିଷ୍‍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆଉ କହାତଠାରୁ ଅମ୍ରାମୀୟ ବଂଶ, ଯିଷ୍‍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।

Gade chapit la Kopi




ଗଣନା ପୁସ୍ତକ 3:27
9 Referans Kwoze  

ଅନ୍ୟ ନେତାମାନେ ଅମ୍ରାମୀ, ଯି‌ଷ୍‌ହରୀୟ, ହିବ୍ରୋଣୀୟ ଓ ଉଷିୟେଲଙ୍କ ପରିବାରବର୍ଗରୁ ମନୋନୀତ ହୋଇଥିଲେ।


କହାତଙ୍କର ଗ୍ଭରିପୁତ୍ର ଥିଲେ। ସେମାନେ ହେଲେ ଅମ୍ରାମ୍, ଯି‌ଷ୍‌ହର, ହିବ୍ରୋଣ ଓ ଉଷୀୟେଲ।


ପୁଣି ଆପଣା ବଂଶ ଅନୁସାରେ କହାତର ପରିବାରବର୍ଗର ନାମ ଅମ୍ରମ୍, ଯି‌ଷ୍‌ହର, ହିବ୍ରୋଣ ଓ ଉଷୀୟେଲ।


ସେମାନେ ପବିତ୍ର ତମ୍ବୁର ପ୍ରାଙ୍ଗଣରେ ଓ ବେଦିରେ ଥିବା ପରଦାର, ପ୍ରାଙ୍ଗଣର ପ୍ରବେଶ ଫାଟକର ଏବଂ ସମସ୍ତ ରଜ୍ଜୁର ଯତ୍ନ ନେଲେ।


‘ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କର ସଂଖ୍ୟା କହାତୀୟ ପରିବାରବର୍ଗର 8,300 ଓ ସେମାନେ ପବିତ୍ର ସ୍ଥାନର ରକ୍ଷକରୂପେ ନିଯୁକ୍ତ ହେଲେ।


ହିବ୍ରୋଣଙ୍କର ପରିବାରରୁ ହଷବିୟ ଓ ତାଙ୍କର ଆତ୍ମୀୟମାନେ ସଦାପ୍ରଭୁଙ୍କର ସମସ୍ତ କାର୍ଯ୍ୟ ଓ ଯର୍ଦ୍ଦନ ନଦୀର ପଶ୍ଚିମରେ ଥିବା ରାଜାଙ୍କର ବ୍ୟବସାୟ ଦାୟିତ୍ୱରେ ଥିଲେ। ହଷବିୟଙ୍କ ଦଳରେ 1,700 ଜଣ ପରାକ୍ରମୀ ବ୍ୟକ୍ତି ଥିଲେ।


“ତୁମ୍ଭେମାନେ ଲେବୀର ସନ୍ତାନଗଣ ମଧ୍ୟରୁ କହାତ ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ ପୁରୁଷମାନଙ୍କୁ ଗଣନା କର।


କହାତର ଅବଶିଷ୍ଟ ବଂଶଧରମାନେ ଇଫ୍ରୟିମ ବଂଶର ସମସ୍ତ ବଂଶରୁ ଓ ଦାନବଂଶ ଏବଂ ମନଃଶିର ଅର୍ଦ୍ଧବଂଶରୁ ଦଶ ନଗର ପାଇଲେ।


ପୁଣି ସେ ମୋତେ କହିଲେ, “ଏହି ଦକ୍ଷିଣାଭିମୁଖୀ କୋଠରୀଟି ସଦାପ୍ରଭୁଙ୍କ ମନ୍ଦିରର ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି।


Swiv nou:

Piblisite


Piblisite