Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:28 - ପବିତ୍ର ବାଇବଲ

28 ‘ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କର ସଂଖ୍ୟା କହାତୀୟ ପରିବାରବର୍ଗର 8,300 ଓ ସେମାନେ ପବିତ୍ର ସ୍ଥାନର ରକ୍ଷକରୂପେ ନିଯୁକ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଆଠ ହଜାର ଛଅ ଶହ ଲୋକ ପବିତ୍ର ସ୍ଥାନର ରକ୍ଷକ ହେଲେ।

Gade chapit la Kopi

ଓଡିଆ ବାଇବେଲ

28 ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଆଠ ହଜାର ଛଅ ଶହ ଲୋକ ପବିତ୍ର ସ୍ଥାନର ରକ୍ଷକ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଆଠ ହଜାର ଛଅ ଶହ ଲୋକ ପବିତ୍ର ସ୍ଥାନର ରକ୍ଷକ ହେଲେ।

Gade chapit la Kopi




ଗଣନା ପୁସ୍ତକ 3:28
5 Referans Kwoze  

ପବିତ୍ର ସିନ୍ଦୂକ, ମେଜ, ଦୀପରୁଖା, ଯଜ୍ଞବେଦି, ପବିତ୍ର ସ୍ଥାନର ସେବା ସମ୍ବନ୍ଧୀୟ ସକଳପାତ୍ର, ଏବଂ ପରଦା ସେମାନଙ୍କର ଦାୟିତ୍ୱରେ ରହିବ।


ସେମାନଙ୍କର ସମାଗମ-ତମ୍ବୁ ନିକଟରେ ରକ୍ଷକ ହେବେ। ସମଗ୍ର ଇସ୍ରାଏଲ ସମାଜ ପାଇଁ ସେମାନେ ମଧ୍ୟ ପବିତ୍ର ଛାଉଣିରେ କାର୍ଯ୍ୟ କରିବେ।


ପୁଣି କହା‌‌ତ୍‌ଠାରୁ ଅମ୍ରମୀୟ ବଂଶ ଯି‌ଷ୍‌ହରିୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ। ଏମାନେ କହାତୀୟ ବଂଶ ହେଲେ।


କହାତୀୟ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗରେ ପବିତ୍ର ତମ୍ବୁ ନିକଟରେ ଛାଉଣି ସ୍ଥାପନ କରିବେ।


Swiv nou:

Piblisite


Piblisite