Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:3 - ପବିତ୍ର ବାଇବଲ

3 ଏହା ହେଉଛି ହାରୋଣଙ୍କର ପୁତ୍ରମାନଙ୍କର ନାମ, ଯେଉଁମାନେ ଯାଜକରୂପେ ଅଭିଷିକ୍ତ ହୋଇଥିଲେ ଓ ଯେଉଁମାନଙ୍କୁ ସେ ଯାଜକତ୍ୱ ପଦ କରିବା ପାଇଁ ନିଯୁକ୍ତ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ହାରୋଣଙ୍କର ଯେଉଁ ପୁତ୍ରମାନେ ଯାଜକ ରୂପେ ଅଭିଷିକ୍ତ ହୋଇଥିଲେ ଓ ଯେଉଁମାନଙ୍କୁ ସେ ଯାଜକକର୍ମ କରିବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।

Gade chapit la Kopi

ଓଡିଆ ବାଇବେଲ

3 ହାରୋଣଙ୍କର ଯେଉଁ ପୁତ୍ରମାନେ ଯାଜକ ରୂପେ ଅଭିଷିକ୍ତ ହୋଇଥିଲେ ଓ ଯେଉଁମାନଙ୍କୁ ସେ ଯାଜକର କର୍ମ କରିବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ହାରୋଣଙ୍କର ଯେଉଁ ପୁତ୍ରମାନେ ଯାଜକ ରୂପେ ଅଭିଷିକ୍ତ ହୋଇଥିଲେ ଓ ଯେଉଁମାନଙ୍କୁ ସେ ଯାଜକର କର୍ମ କରିବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।

Gade chapit la Kopi




ଗଣନା ପୁସ୍ତକ 3:3
10 Referans Kwoze  

ପୁଣି ତୁମ୍ଭର ଭ୍ରାତା ହାରୋଣକୁ ଓ ତା'ର ପୁତ୍ରଗଣକୁ ସେହିସବୁ ବସ୍ତ୍ର ପରିଧାନ କରାଅ। ତା'ପରେ ସେମାନଙ୍କୁ ଅଭିଷିକ୍ତ କର ଓ ଧର୍ମ ସମ୍ପ୍ରଦାୟଭୁକ୍ତ କର, ତା'ପରେ ସେମାନଙ୍କୁ ଯାଜକ ରୂପେ ମୋର ସେବା କରିବା ପାଇଁ ଛାଡ଼ିଦିଅ।


ଅନନ୍ତର ମୋଶା ଅଭିଷେକାର୍ଥକ ତୈଳରୁ ଓ ଯଜ୍ଞବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ। ପୁଣି ତାଙ୍କ ସହିତ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସିଞ୍ଚନ କଲେ। ଆଉ ହାରୋଣଙ୍କୁ ଓ ତାଙ୍କର ସମସ୍ତ ବସ୍ତ୍ରକୁ ପବିତ୍ର କଲେ।


ଏହା ପରେ ସେ ହାରୋଣଙ୍କ ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ମଧ୍ୟ ପବିତ୍ର କଲେ।


ବ୍ୟବସ୍ଥା ଦୁର୍ବଳତା ବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ। ପରମେଶ୍ୱର ଯେଉଁ ଶପଥ ବ୍ୟବସ୍ଥା ପରେ କରିଥିଲେ, ତଦ୍ଦ୍ୱାରା ପରମେଶ୍ୱରଙ୍କ ପୁତ୍ର ଅନନ୍ତକାଳ ପର୍ଯ୍ୟନ୍ତ ମହାଯାଜକ ପଦରେ ନିଯୁକ୍ତି ପାଇଲେ।


ହାରୋଣଙ୍କୁ ଅଭିଷିକ୍ତ କଲାପରି ତାଙ୍କର ପୁତ୍ରମାନଙ୍କୁ ଅଭିଷିକ୍ତ କରାଅ। ଅଭିଷିକ୍ତ ହେଲା ପରେ ସେମାନେ ମୋର ଯାଜକ ରୂପେ କର୍ମ କରି ପାରିବେ। ସେହି ପରିବାର ଅନନ୍ତକାଳୀନ ମୋର ଯାଜକ ରୂପେ ସେବା କରିବେ।”


ଏହା ପରେ ହାରୋଣଙ୍କୁ ସେହି ପବିତ୍ର ବସ୍ତ୍ର ପରିଧାନ କରାଅ। ତା'ପରେ ତାକୁ ଅଭିଷିକ୍ତ ଓ ଉତ୍ସର୍ଗିତ କର ଏବଂ ସେ ମୋର ଯାଜକ ହେବ।


ମାତ୍ର ନାଦବ ଓ ଅବୀହୂ ସୀନୟ ପ୍ରାନ୍ତରରେ ଅଜଣା ଅଗ୍ନି ସଦାପ୍ରଭୁଙ୍କ ଉତ୍ସର୍ଗ, ଉତ୍ସର୍ଗ କରି ପ୍ରାଣ ତ୍ୟାଗ କଲେ। ସେମାନଙ୍କର ପୁତ୍ର ନ ଥିଲା; ଏଣୁ ଇଲିୟାସର ଓ ଈଥାମର ଆପଣା ପିତା ହାରୋଣଙ୍କ ଉପସ୍ଥିତିରେ ଯାଜକକର୍ମ କଲେ।


ଦାଉଦ ଲେବୀୟମାନଙ୍କୁ ତିନି ଗୋଟି ଦଳରେ ବିଭକ୍ତ କଲେ। ସେମାନେ ଲେବୀୟଙ୍କ ତିନିପୁତ୍ର ଗେର୍ଶୋନ, କହାତ୍ ଓ ମରାରିଙ୍କ ପରିବାରବର୍ଗର ଥିଲେ।


Swiv nou:

Piblisite


Piblisite