Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:36 - ପବିତ୍ର ବାଇବଲ

36 ମରାରି ପରିବାରର ସଭ୍ୟମାନେ କାଠପଟାଗୁଡ଼ିକ, ଅର୍ଗଳଗୁଡ଼ିକ, ସ୍ତମ୍ଭସମସ୍ତ, ଭିତ୍ତିସମସ୍ତ ଏବଂ ଅନ୍ୟସମସ୍ତ ସାମଗ୍ରୀ ଏବଂ ଏହି ସମ୍ବନ୍ଧୀୟ କାର୍ଯ୍ୟର ଦାୟିତ୍ୱ ବହନ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଆଉ ଆବାସର ପଟା ଓ ଅର୍ଗଳ ଓ ସ୍ତମ୍ଭ ଓ ଚୁଙ୍ଗୀ ଓ ତହିଁର ସମସ୍ତ ଦ୍ରବ୍ୟ ଓ ତତ୍ସମ୍ଵନ୍ଧୀୟ ସେବାକାର୍ଯ୍ୟ

Gade chapit la Kopi

ଓଡିଆ ବାଇବେଲ

36 ଆଉ ଆବାସର ପଟା, ଅର୍ଗଳ, ସ୍ତମ୍ଭ, ଚୁଙ୍ଗୀ, ତହିଁର ସମସ୍ତ ଦ୍ରବ୍ୟ ଓ ତତ୍ସମ୍ବନ୍ଧୀୟ ସେବାକାର୍ଯ୍ୟ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଆଉ ଆବାସର ପଟା, ଅର୍ଗଳ, ସ୍ତମ୍ଭ, ଚୁଙ୍ଗୀ, ତହିଁର ସମସ୍ତ ଦ୍ରବ୍ୟ ଓ ତତ୍‍ସମ୍ବନ୍ଧୀୟ ସେବାକାର୍ଯ୍ୟ,

Gade chapit la Kopi




ଗଣନା ପୁସ୍ତକ 3:36
14 Referans Kwoze  

ସେହି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚ ଗୋଟି ଶିଟୀମ୍ କାଠର ସ୍ତମ୍ଭ ନିର୍ମାଣ କରି ସୁବର୍ଣ୍ଣ ମଡ଼ାଇବ। ପୁଣି ସୁବର୍ଣ୍ଣରେ ତହିଁର ଆଙ୍କଡ଼ା କରିବ। ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ।”


ତୁମ୍ଭେ ସେହି ପରଦାକୁ ଶିଟୀମ୍ କାଠର ଗ୍ଭରି ସ୍ତମ୍ଭ ଉପରେ ଟାଙ୍ଗିବ ଏବଂ ସେଗୁଡ଼ିକୁ ସୁବର୍ଣ୍ଣରେ ଆଚ୍ଛାଦନ କର। ସୁବର୍ଣ୍ଣର ଆଙ୍କଡ଼ା ସହିତ ସ୍ତମ୍ଭ ଉପରେ ରୂପାର ଆଧାର ବ୍ୟବହାର କର।


ହାରୋଣ ଯାଜକର ପୁତ୍ର ସେମାନଙ୍କର କାର୍ଯ୍ୟ ଅନୁସାରେ, ମରାରି ସନ୍ତାନଗଣକୁ ସେମାନଙ୍କ ସେବା ଅନୁସାରେ ସେ ଗ୍ଭରି ଶଗଡ଼ ଓ ଆଠଟି ଗାଈ ଦେଲେ।


ଏହା ପରେ ସେମାନେ ମୋଶାଙ୍କୁ ପବିତ୍ର ତମ୍ବୁ ଦେଖାଇଲେ। ଅର୍ଥାତ୍ ତମ୍ବୁ ଓ ତହିଁର ସକଳ ପାତ୍ର, ଘଣ୍ଟି ପଟା, ଅର୍ଗଳ ସ୍ତମ୍ଭ ଓ ଚୁଙ୍ଗୀ।


ସେମାନେ ତା’ ପାଇଁ ଶିଟୀମ୍ କାଠର ଗ୍ଭରିସ୍ତମ୍ଭ କରି ସୁବର୍ଣ୍ଣରେ ମଡ଼ାଇଲେ। ଏବଂ ସେସବୁର ଆଙ୍କଡ଼ା ସୁନାରେ ତିଆରି କଲେ ଓ ତହିଁ ନିମନ୍ତେ ରୂପାର ଗ୍ଭରୋଟି ଚୁଙ୍ଗୀ ଢାଳିଲେ।


ତମ୍ବୁର ମେଖ, ପ୍ରାଙ୍ଗଣର ଖିଲ ଓ ଉଭୟର ରଜ୍ଜୁ।


ତହିଁର ତମ୍ବୁ ଓ ଛାତ, ଘୁଣ୍ଡି, ପଟା ଓ ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀ,


ଆଉ ଅବୀହୟଲର ପୁତ୍ର ସୂରୀୟେଲ ମରାରି ପରିବାରବର୍ଗର ଅଧିପତି ହେବ। ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।


ସେମାନେ ମଧ୍ୟ ସ୍ତମ୍ଭ, ଭିତ୍ତିମୂଳ, ଖିଲ ଏବଂ ରଜ୍ଜୁ ଯାହା ପ୍ରାଙ୍ଗଣରେ ବ୍ୟବହାର ହୁଏ ଏହି ସମସ୍ତର ଦାୟିତ୍ୱ ନେବେ।


Swiv nou:

Piblisite


Piblisite