Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:37 - ପବିତ୍ର ବାଇବଲ

37 ସେମାନେ ମଧ୍ୟ ସ୍ତମ୍ଭ, ଭିତ୍ତିମୂଳ, ଖିଲ ଏବଂ ରଜ୍ଜୁ ଯାହା ପ୍ରାଙ୍ଗଣରେ ବ୍ୟବହାର ହୁଏ ଏହି ସମସ୍ତର ଦାୟିତ୍ୱ ନେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥିତ ସ୍ତମ୍ଭ ଓ ତହିଁର ସକଳ ଚୁଙ୍ଗୀ ଓ ମେଖ ଓ ରଜ୍ଜୁ ମରାରି ସନ୍ତାନଗଣର ନିରୂପିତ ରକ୍ଷଣୀୟ ହେବ।

Gade chapit la Kopi

ଓଡିଆ ବାଇବେଲ

37 ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥିତ ସ୍ତମ୍ଭ, ତହିଁର ସକଳ ଚୁଙ୍ଗୀ, ମେଖ ଓ ରଜ୍ଜୁ ମରାରି ସନ୍ତାନଗଣର ନିରୂପିତ ରକ୍ଷଣୀୟ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥିତ ସ୍ତମ୍ଭ, ତହିଁର ସକଳ ଚୁଙ୍ଗୀ, ମେଖ ଓ ରଜ୍ଜୁ ମରାରି-ସନ୍ତାନଗଣର ନିରୂପିତ ରକ୍ଷଣୀୟ ହେବ।

Gade chapit la Kopi




ଗଣନା ପୁସ୍ତକ 3:37
4 Referans Kwoze  

ମରାରି ପରିବାରର ସଭ୍ୟମାନେ କାଠପଟାଗୁଡ଼ିକ, ଅର୍ଗଳଗୁଡ଼ିକ, ସ୍ତମ୍ଭସମସ୍ତ, ଭିତ୍ତିସମସ୍ତ ଏବଂ ଅନ୍ୟସମସ୍ତ ସାମଗ୍ରୀ ଏବଂ ଏହି ସମ୍ବନ୍ଧୀୟ କାର୍ଯ୍ୟର ଦାୟିତ୍ୱ ବହନ କରିବେ।


ମୋଶା, ହାରୋଣ ଓ ତାହାର ପୁତ୍ରଗଣ ଆବାସର ତମ୍ବୁସବୁ ପବିତ୍ର ତମ୍ବୁର ପୂର୍ବଦିଗ ସମ୍ମୁଖରେ ଛାଉଣି ସ୍ଥାପନ କରିବେ। ସେମାନେ ଇସ୍ରାଏଲର ଲୋକମାନଙ୍କ ନିମନ୍ତେ ପବିତ୍ର ସ୍ଥାନର ରକ୍ଷା କରିବେ। ଯଦି କୌଣସି ବିଦେଶୀ ଏହା ପାଖକୁ ଯାଏ, ତାକୁ ମୃତ୍ୟୁଦଣ୍ତ ଦିଆଯିବ।


ଆଉ ପବିତ୍ର ତମ୍ବୁର ସମୁଦାୟ କାର୍ଯ୍ୟ ସମ୍ବନ୍ଧୀୟ ସାମଗ୍ରୀ ଓ ପ୍ରାଙ୍ଗଣର ସମସ୍ତ ଖିଲ କଂସାରେ ନିର୍ମିତ ହେବା ଉଚିତ୍।


“ତୁମ୍ଭେ ମରାରି ସନ୍ତାନଗଣର ପରିବାରବର୍ଗ ଓ ପିତୃଗୃହ ଅନୁସାରେ ସେମାନଙ୍କୁ ଗଣନା କରିବ।


Swiv nou:

Piblisite


Piblisite