ଗଣନା ପୁସ୍ତକ 3:38 - ପବିତ୍ର ବାଇବଲ38 ମୋଶା, ହାରୋଣ ଓ ତାହାର ପୁତ୍ରଗଣ ଆବାସର ତମ୍ବୁସବୁ ପବିତ୍ର ତମ୍ବୁର ପୂର୍ବଦିଗ ସମ୍ମୁଖରେ ଛାଉଣି ସ୍ଥାପନ କରିବେ। ସେମାନେ ଇସ୍ରାଏଲର ଲୋକମାନଙ୍କ ନିମନ୍ତେ ପବିତ୍ର ସ୍ଥାନର ରକ୍ଷା କରିବେ। ଯଦି କୌଣସି ବିଦେଶୀ ଏହା ପାଖକୁ ଯାଏ, ତାକୁ ମୃତ୍ୟୁଦଣ୍ତ ଦିଆଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)38 ପୁଣି ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ଵୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା ଓ ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ-ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ। Gade chapit laଓଡିଆ ବାଇବେଲ38 ପୁଣି, ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ବୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା, ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ପୁଣି, ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ବୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା, ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ-ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ। Gade chapit la |
ତେଣୁ ଲେବୀୟମାନେ ଯେଉଁ କାର୍ଯ୍ୟ କରିବା ଉଚିତ୍, ସେମାନେ ସେହିସବୁ କାର୍ଯ୍ୟ କରୁଥିଲେ। ସେମାନେ ପବିତ୍ର ତମ୍ବୁର ଯତ୍ନ ନେଉଥିଲେ। ସେମାନେ ପବିତ୍ର ସ୍ଥାନର ଯତ୍ନ ନେଉଥିଲେ। ଆଉ, ସେମାନେ ସେମାନଙ୍କର ଆତ୍ମୀୟ (ଯାଜକମାନେ) ହାରୋଣଙ୍କ ବଂଶଧରମାନଙ୍କୁ ସାହାଯ୍ୟ କରୁଥିଲେ। ସଦାପ୍ରଭୁଙ୍କ ମନ୍ଦିରର ସେବାକାର୍ଯ୍ୟ କରିବା ସହିତ ଲେବୀୟମାନେ ଯାଜକମାନଙ୍କୁ ସାହାଯ୍ୟ କରୁଥିଲେ।