Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:45 - ପବିତ୍ର ବାଇବଲ

45 “ତୁମ୍ଭେ ସମସ୍ତ ଲେବୀୟ ଏବଂ ତାଙ୍କର ସମସ୍ତ ପଶୁ ଇସ୍ରାଏଲର ପ୍ରଥମଜାତ ଏବଂ ଇସ୍ରାଏଲର ପଶୁମାନଙ୍କ ପ୍ରଥମଜାତ ବଦଳରେ ଗ୍ରହଣ କର। ଆଉ ଲେବୀୟମାନେ ମୋର ହେବେ, ମୁଁ ସଦାପ୍ରଭୁ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଓ ସେମାନଙ୍କ ପଶୁ ବଦଳେ ଲେବୀୟମାନଙ୍କର ପଶୁମାନଙ୍କୁ ଗ୍ରହଣ କର; ଆଉ ଲେବୀୟମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ।

Gade chapit la Kopi

ଓଡିଆ ବାଇବେଲ

45 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଓ ସେମାନଙ୍କ ପଶୁ ବଦଳେ ଲେବୀୟମାନଙ୍କର ପଶୁମାନଙ୍କୁ ଗ୍ରହଣ କର; ଆଉ ଲେବୀୟମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଓ ସେମାନଙ୍କ ପଶୁ ବଦଳେ ଲେବୀୟମାନଙ୍କର ପଶୁମାନଙ୍କୁ ଗ୍ରହଣ କର; ଆଉ ଲେବୀୟମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ।

Gade chapit la Kopi




ଗଣନା ପୁସ୍ତକ 3:45
7 Referans Kwoze  

“ମୁଁ ତୁମ୍ଭକୁ କହିଥିଲି ଇସ୍ରାଏଲର ପ୍ରତ୍ୟେକ ବଂଶର ପ୍ରଥମଜାତ ମୋର ସେବକ ହେବ। ବର୍ତ୍ତମାନ ଲେବୀୟମାନେ ମୋର ଅଧିକୃତ, ତେଣୁ ଇସ୍ରାଏଲୀୟମାନଙ୍କ ପ୍ରଥମଜାତ ପରିବର୍ତ୍ତେ ଲେବୀୟମାନେ ମୋର ହେବେ।


ଯଦି ତୁମ୍ଭେ ଏକ ପ୍ରଥମଜାତ ଗଧକୁ ରଖିବାକୁ ଗ୍ଭହୁଁଛ, ତେବେ ତୁମ୍ଭେମାନେ ଏକ ମେଷ ବଦଳରେ ତାହା କ୍ରୟ କରି ପାରିବ। କିନ୍ତୁ ଯଦି ତୁମ୍ଭେ ମେଷ ବଦଳରେ ତାହା କ୍ରୟ ନ କର, ତେବେ ତୁମ୍ଭେ ସେହି ଗଧର ବେକ ଭାଙ୍ଗିବ। ତୁମ୍ଭେମାନେ ତୁମ୍ଭର ସମସ୍ତ ପ୍ରଥମଜାତ ପୁତ୍ରମାନଙ୍କୁ ମୁକ୍ତ କରି ପାରିବ। କୌଣସି ବ୍ୟକ୍ତି ବିନା ଉପହାରରେ ମୋ’ ପାଖକୁ ଆସିବ ନାହିଁ।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


କାରଣ ସେମାନେ ଇସ୍ରାଏଲ ଲୋକମାନଙ୍କ ମଧ୍ୟରୁ ଆମ୍ଭ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ, ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ସମସ୍ତ ପ୍ରଥମଜାତ ସନ୍ତାନ ବଦଳରେ ସେମାନଙ୍କୁ ଆପଣା ନିମନ୍ତେ ଗ୍ରହଣ କଲୁ।


ଆଉ ଆମ୍ଭେ ଇସ୍ରାଏଲର ଲୋକମାନଙ୍କ ମଧ୍ୟରୁ ତୁମ୍ଭ ଭ୍ରାତୃଗଣ ଲେବୀମାନଙ୍କୁ ଗ୍ରହଣ କରିଅଛୁ। ସେମାନେ ଯେପରି ସଦାପ୍ରଭୁଙ୍କର ଓ ସମାଗମ-ତମ୍ବୁର ସେବା କରି ପାରିବେ, ସେମାନେ ତୁମ୍ଭଙ୍କୁ ଉପହାର ସ୍ୱରୂପ ଦେଲେ।


ତାହାହେଲେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ଏହି ଆଜ୍ଞା ତୁମ୍ଭମାନଙ୍କୁ ପଠାଇଲୁ। ଆମ୍ଭେ ଏହା କଲୁ ଯାହାଦ୍ୱାରା ଲେବୀମାନଙ୍କ ସହିତ ଆମ୍ଭର ନିୟମ ଗ୍ଭଲୁ ରହିବ।” ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହିଥିଲେ।


Swiv nou:

Piblisite


Piblisite