Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:46 - ପବିତ୍ର ବାଇବଲ

46 ଇସ୍ରାଏଲରେ ଲେବୀୟମାନଙ୍କଠାରୁ 273 ଅଧିକ ପ୍ରଥମଜାତ ପୁରୁଷ ଅଛନ୍ତି, ଏହି ଅଧିକ ପ୍ରଥମଜାତ ପୁରୁଷଗଣ ନିଶ୍ଚୟ ମୁକୁଳା ଯିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ପୁଣି ଇସ୍ରାଏଲ-ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କ ମଧ୍ୟରେ ଲେବୀୟମାନଙ୍କ ସଂଖ୍ୟାରୁ ଅଧିକ ଦୁଇ ଶହ ତେସ୍ତରି ଲୋକର ମୁକ୍ତି ନିମନ୍ତେ,

Gade chapit la Kopi

ଓଡିଆ ବାଇବେଲ

46 ପୁଣି, ଇସ୍ରାଏଲ ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କ ମଧ୍ୟରେ ଲେବୀୟମାନଙ୍କ ସଂଖ୍ୟାରୁ ଅଧିକ ଦୁଇ ଶହ ତେସ୍ତରି ଲୋକର ମୁକ୍ତି ନିମନ୍ତେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ପୁଣି, ଇସ୍ରାଏଲ-ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କ ମଧ୍ୟରେ ଲେବୀୟମାନଙ୍କ ସଂଖ୍ୟାରୁ ଅଧିକ ଦୁଇ ଶହ ତେସ୍ତରି ଲୋକର ମୁକ୍ତି ନିମନ୍ତେ,

Gade chapit la Kopi




ଗଣନା ପୁସ୍ତକ 3:46
3 Referans Kwoze  

ତୁମ୍ଭେ ମେଷଶାବକ ଦେଇ ପ୍ରତ୍ୟେକ ପ୍ରଥମଜାତ ଗଧକୁ ମୁକ୍ତ କରି ପାରିବ। ଯଦି ତୁମ୍ଭେ ମୁକ୍ତ ନ କର, ତେବେ ତୁମ୍ଭେ ତା'ର ବେକକୁ ଭାଙ୍ଗି ଦେବା ଉଚିତ୍। ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ହେବ। କିନ୍ତୁ ତୁମ୍ଭକୁ ତୁମ୍ଭର ପ୍ରଥମ ସନ୍ତାନ ପୁତ୍ରମାନଙ୍କୁ ମୁକ୍ତ କରିବାକୁ ହେବ।


ମିଶରରେ, ଫାରୋ ଥିଲେ ଅତି କଠୋର ମନା। ସେ ଆମ୍ଭକୁ ଯିବାକୁ ଦେଉ ନ ଥିଲେ, ତେଣୁ ସେଠାରେ ସଦାପ୍ରଭୁ ସମସ୍ତ ପ୍ରଥମଜାତ ପୁତ୍ରମାନଙ୍କୁ, ପ୍ରଥମଜାତ ପଶୁମାନଙ୍କୁ ହତ୍ୟା କରିଥିଲେ। ସେହି କାରଣରୁ ଆମ୍ଭେମାନେ ପଶୁମାନଙ୍କର ପ୍ରଥମଜାତ ଅଣ୍ଡିରା ପଶୁ ଉତ୍ସର୍ଗ କରୁ କିନ୍ତୁ ଆମ୍ଭମାନଙ୍କ ପ୍ରଥମଜାତ ପୁତ୍ରମାନଙ୍କୁ ତାଙ୍କ ନିକଟରୁ କିଣି ଫେରାଇ ଆଣୁ।’


Swiv nou:

Piblisite


Piblisite