Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:47 - ପବିତ୍ର ବାଇବଲ

47 ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭେ ମୁଣ୍ତ ପିଛା ପାଞ୍ଚ ଶେକଲ ନେବ। କୋଡ଼ିଏ ଗେରାରେ ଏକ ଶେକଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 ତୁମ୍ଭେ ମୁଣ୍ତ ପିଛା ପାଞ୍ଚ ଶେକଲ ଲେଖାଏଁ ନେବ; ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭେ ତାହା ନେବ, (କୋଡ଼ିଏ ଗେରାରେ ଏକ ଶେକଲ)।

Gade chapit la Kopi

ଓଡିଆ ବାଇବେଲ

47 ତୁମ୍ଭେ ମୁଣ୍ଡ ପିଛା ପାଞ୍ଚ ଶେକଲ ଲେଖାଏଁ ନେବ; ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭେ ତାହା ନେବ, (କୋଡ଼ିଏ ଗେରାରେ ଏକ ଶେକଲ)।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ତୁମ୍ଭେ ମୁଣ୍ଡ ପିଛା ପାଞ୍ଚ ଶେକଲ ଲେଖାଏଁ ନେବ; ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭେ ତାହା ନେବ, (କୋଡ଼ିଏ ଗେରାରେ ଏକ ଶେକଲ)।

Gade chapit la Kopi




ଗଣନା ପୁସ୍ତକ 3:47
10 Referans Kwoze  

ପୁଣି ଏକ ମାସଠାରୁ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଶିଶୁ ହେଲେ ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପାଞ୍ଚ ଶେକଲ ରୂପା ଓ ସ୍ତ୍ରୀ ନିମନ୍ତେ ତିନି ଶେକଲ ରୂପା ହେବ।


ଯେଉଁମାନଙ୍କୁ ଗଣନା କରାଯାଏ ସେମାନେ ଅର୍ଦ୍ଧ ଶେକଲ ଦେବା ଉଚିତ୍। କାର୍ଯ୍ୟାଳୟ ମାପ ଅନୁସାରେ ଅର୍ଦ୍ଧ ଶେକଲ, ଏହି ଶେକଲ କୋଡ଼ିଏ ଗେରାହ ଅଟେ। ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପାଇଁ ନୈବେଦ୍ୟ ହେବ।


ଯେତେବେଳେ ତୁମ୍ଭେ ଏକ ମାସର ଶିଶୁକୁ ମୁକ୍ତ କର, ତା'ର ନିରୂପିତ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ।


“ପୁଣି ତୁମ୍ଭର ନିରୂପିତ ସମସ୍ତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ହେବ, କୋଡ଼ିଏ ଗେରାରେ ଏକ ଶେକଲ ହୁଏ।


ପୁଣି ଏକ ଶେକଲ କୋଡ଼ିଏ ଗେରା ହେବ, ଏକ ମିନା କୋଡ଼ିଏ ଶେକଲ, ପଚିଶ୍ ଶେକଲ, ପନ୍ଦର ଶେକଲ ହେବ।


ଇସ୍ରାଏଲର ପୁତ୍ରଗଣ ପ୍ରଥମଜାତ ଲୋକମାନଙ୍କଠାରୁ ସେ ସେହି ମୂଲ୍ୟ ନେଲେ; ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ 1,365 ଶେକଲ ନେଲେ।


ଅଣତିରିଶ୍ ତାଳନ୍ତ ଓ 730 ଶେକଲ ସୁବର୍ଣ୍ଣ ଅଧିକାରୀମାନଙ୍କ ଦ୍ୱାରା ମପାଯାଇ ପବିତ୍ର ସ୍ଥାନ ନିର୍ମାଣ ନିମନ୍ତେ ଦିଆଗଲା।


କୋଡ଼ିଏ ବର୍ଷଠାରୁ ଷାଠିଏ ବର୍ଷ ପର୍ଯ୍ୟନ୍ତ ପୁରୁଷ ହେଲେ ତୁମ୍ଭର ନିରୂପିତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ପଗ୍ଭଶ୍ ଶେକଲ ରୂପା ହେବ।


ସେହି 273 ଅଧିକ ପ୍ରଥମଜାତ ପୁରୁଷଙ୍କର ମୁକୁଳାଇବା ନିମନ୍ତେ ହାରୋଣ ଓ ତାଙ୍କର ପୁତ୍ରଗଣଙ୍କୁ ମୂଲ୍ୟ ଦିଅ।‌”


Swiv nou:

Piblisite


Piblisite