Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 3:49 - ପବିତ୍ର ବାଇବଲ

49 ତେଣୁ ମୋଶା ସେହି ପ୍ରଥମଜାତ ପୁରୁଷମାନଙ୍କୁ ମୁକୁଳାଇବା ନିମନ୍ତେ ମୁଦ୍ରା ଏକତ୍ର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

49 ତହୁଁ ମୋଶା ଲେବୀୟମାନଙ୍କ ଦ୍ଵାରା ମୁକ୍ତ ଲୋକଙ୍କ ଛଡ଼ା ଅବଶିଷ୍ଟ ଲୋକମାନଙ୍କ ମୁକ୍ତି-ମୂଲ୍ୟ ନେଲେ।

Gade chapit la Kopi

ଓଡିଆ ବାଇବେଲ

49 ତହୁଁ ମୋଶା ଲେବୀୟମାନଙ୍କ ଦ୍ୱାରା ମୁକ୍ତ ଲୋକଙ୍କ ବ୍ୟତୀତ ଅବଶିଷ୍ଟ ଲୋକମାନଙ୍କ ମୁକ୍ତି-ମୂଲ୍ୟ ନେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ତହୁଁ ମୋଶା ଲେବୀୟମାନଙ୍କ ଦ୍ୱାରା ମୁକ୍ତ ଲୋକଙ୍କ ବ୍ୟତୀତ ଅବଶିଷ୍ଟ ଲୋକମାନଙ୍କ ମୁକ୍ତି-ମୂଲ୍ୟ ନେଲେ।

Gade chapit la Kopi




ଗଣନା ପୁସ୍ତକ 3:49
2 Referans Kwoze  

ସେହି 273 ଅଧିକ ପ୍ରଥମଜାତ ପୁରୁଷଙ୍କର ମୁକୁଳାଇବା ନିମନ୍ତେ ହାରୋଣ ଓ ତାଙ୍କର ପୁତ୍ରଗଣଙ୍କୁ ମୂଲ୍ୟ ଦିଅ।‌”


ଇସ୍ରାଏଲର ପୁତ୍ରଗଣ ପ୍ରଥମଜାତ ଲୋକମାନଙ୍କଠାରୁ ସେ ସେହି ମୂଲ୍ୟ ନେଲେ; ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ 1,365 ଶେକଲ ନେଲେ।


Swiv nou:

Piblisite


Piblisite