Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 30:11 - ପବିତ୍ର ବାଇବଲ

11 ପୁଣି ତାହାର ସ୍ୱାମୀ ତାହା ଶୁଣି ତାହା ପ୍ରତି ତୁନି ହୋଇ ରହେ ଓ ତାହାକୁ ନିଷେଧ ନ କରେ, ତେବେ ତା'ର ସମସ୍ତ ପ୍ରତିଜ୍ଞା ପାଳନ ହେବ, ପୁଣି ସେ ଯେଉଁ ବ୍ରତଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହା ସବୁ ପାଳନ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ତାହାର ସ୍ଵାମୀ ତାହା ଶୁଣି ତାହା ପ୍ରତି ତୁନି ହୋଇ ରହେ ଓ ତାହାକୁ ନିଷେଧ ନ କରେ, ତେବେ ତାହାର ସମସ୍ତ ମାନତ ସ୍ଥିର ହେବ; ପୁଣି ସେ ଯେଉଁସବୁ ବ୍ରତ ଦ୍ଵାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାସବୁ ସ୍ଥିର ହେବ।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ତାହାର ସ୍ୱାମୀ ତାହା ଶୁଣି ତାହା ପ୍ରତି ତୁନି ହୋଇ ରହେ ଓ ତାହାକୁ ନିଷେଧ ନ କରେ, ତେବେ ତାହାର ସମସ୍ତ ମାନତ ସ୍ଥିର ହେବ; ପୁଣି, ସେ ଯେଉଁସବୁ ପ୍ରତିଜ୍ଞା ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାସବୁ ସ୍ଥିର ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ତାହାର ସ୍ୱାମୀ ତାହା ଶୁଣି ତାହା ପ୍ରତି ତୁନି ହୋଇ ରହେ ଓ ତାହାକୁ ନିଷେଧ ନ କରେ, ତେବେ ତାହାର ସମସ୍ତ ମାନତ ସ୍ଥିର ହେବ; ପୁଣି, ସେ ଯେଉଁସବୁ ପ୍ରତିଜ୍ଞା ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାସବୁ ସ୍ଥିର ହେବ।

Gade chapit la Kopi




ଗଣନା ପୁସ୍ତକ 30:11
3 Referans Kwoze  

ଯଦି ତା'ର ପିତା, ସେ କରିଥିବା ପ୍ରତିଜ୍ଞା ଓ ଶପଥ ପାଇଁ ଆପତ୍ତି କରେ, ସେଗୁଡ଼ିକ ପାଳନ କରାଯିବ ନାହିଁ। ସଦାପ୍ରଭୁ ତାକୁ କ୍ଷମା କରି ଦେବେ, ଯେହେତୁ ତା'ର ପିତା ତାକୁ ଏହା କରିବା ପାଇଁ ମନା କଲେ।


“କିନ୍ତୁ ଜଣେ ବିବାହିତ ସ୍ତ୍ରୀ ହୁଏତ ପ୍ରତିଜ୍ଞା କରିପାରେ କିମ୍ବା କିଛି ଶପଥରେ ନିଜକୁ ବାନ୍ଧି ପାରେ।


ମାତ୍ର ତା'ର ସ୍ୱାମୀ ଯଦି ଶୁଣିବା ପରେ ତାକୁ ଅସ୍ୱୀକାର କରେ, ତେବେ ସେ କରିଥିବା ସମସ୍ତ ପ୍ରତିଜ୍ଞା ଓ ନେଇଥିବା ଶପଥସବୁ ବାତିଲ ହୋଇଯିବ। ତା'ର ସ୍ୱାମୀ ପ୍ରତିଜ୍ଞା ଭଙ୍ଗ କରାଇଲା। ତେଣୁ ସଦାପ୍ରଭୁ ତାକୁ କ୍ଷମା କରିବେ।


Swiv nou:

Piblisite


Piblisite