ଗଣନା ପୁସ୍ତକ 30:2 - ପବିତ୍ର ବାଇବଲ2 “କୌଣସି ପୁରୁଷ ଯେବେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରତିଜ୍ଞା କରେ କିମ୍ବା ବ୍ରତଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କଲେ, ତେବେ ସେ ଆପଣା ବାକ୍ୟ ଲଘଂନ କରିବ ନାହିଁ, ସେ ମୁଖନିଃସୃତ ବାକ୍ୟ ଅନୁସାରେ ସମସ୍ତ ସାଧନ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)2 କୌଣସି ପୁରୁଷ ଯେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ଵାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ। Gade chapit laଓଡିଆ ବାଇବେଲ2 କୌଣସି ପୁରୁଷ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କୌଣସି ପୁରୁଷ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ। Gade chapit la |
ହେ ଯିହୁଦା ଗ୍ଭହଁ! ପର୍ବତ ଆଡ଼କୁ ଗ୍ଭହଁ। ଜଣେ ଦୂତ ଉତ୍ତମ ସନ୍ଦେଶ ଆଣି ଆସୁଛନ୍ତି। ସେ କୁହନ୍ତି, ଶାନ୍ତି ଆସିଛି। ହେ ଯିହୁଦା, ତୁମ୍ଭର ଉତ୍ସବ ପାଳନ କର। ତୁମ୍ଭର ଶପଥ ପୂର୍ଣ୍ଣ କର। ସେହି ମନ୍ଦ ଲୋକ ଆଉ ଆସିବେ ନାହିଁ। ସେମାନେ ତୁମ୍ଭମାନଙ୍କୁ ପୁନର୍ବାର ଆକ୍ରମଣ କରି ପାରିବେ ନାହିଁ। କାହିଁକି ସେମାନେ ଆକ୍ରମଣ କରି ପାରିବେ ନାହିଁ? କାରଣ ସେହି ମନ୍ଦ ଲୋକମାନେ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ପାଇଛନ୍ତି।