Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 30:5 - ପବିତ୍ର ବାଇବଲ

5 ଯଦି ତା'ର ପିତା, ସେ କରିଥିବା ପ୍ରତିଜ୍ଞା ଓ ଶପଥ ପାଇଁ ଆପତ୍ତି କରେ, ସେଗୁଡ଼ିକ ପାଳନ କରାଯିବ ନାହିଁ। ସଦାପ୍ରଭୁ ତାକୁ କ୍ଷମା କରି ଦେବେ, ଯେହେତୁ ତା'ର ପିତା ତାକୁ ଏହା କରିବା ପାଇଁ ମନା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମାତ୍ର ତାହାର ପିତା ଯେବେ ଶୁଣିବା ଦିନ ତାହାକୁ ନିଷେଧ କରେ, ତେବେ ତାହାର ମାନତ ଓ ଯଦ୍ଦ୍ଵାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ ନାହିଁ; ପୁଣି ତାହାର ପିତା ନିଷେଧ କରିବା ହେତୁରୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।

Gade chapit la Kopi

ଓଡିଆ ବାଇବେଲ

5 ମାତ୍ର ତାହାର ପିତା ଯଦି ଶୁଣିବା ଦିନ ତାହାକୁ ନିଷେଧ କରେ, ତେବେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ ନାହିଁ; ପୁଣି, ତାହାର ପିତା ନିଷେଧ କରିବା ସକାଶୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମାତ୍ର ତାହାର ପିତା ଯଦି ଶୁଣିବା ଦିନ ତାହାକୁ ନିଷେଧ କରେ, ତେବେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ ନାହିଁ; ପୁଣି, ତାହାର ପିତା ନିଷେଧ କରିବା ସକାଶୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।

Gade chapit la Kopi




ଗଣନା ପୁସ୍ତକ 30:5
8 Referans Kwoze  

ହେ ସନ୍ତାନଗଣ! ପ୍ରଭୁଙ୍କ ଇଚ୍ଛାନୁସାରେ ପିତା-ମାତାଙ୍କ କଥାର ବାଧ୍ୟ ହୁଅ। କାରଣ ଏହି ପ୍ରକାର କରିବା ତୁମ୍ଭମାନଙ୍କର ଉଚିତ୍।


କାରଣ ଆମ୍ଭେ ବିଶ୍ୱସ୍ତ ପ୍ରେମ ଗ୍ଭହୁଁ, ବଳିଦାନ ନୁହେଁ। ଲୋକମାନେ ପରମେଶ୍ୱରଙ୍କୁ ଜାଣନ୍ତୁ ବୋଲି ଆମ୍ଭେ ଗ୍ଭହୁଁ, କିନ୍ତୁ ହୋମବଳି ଆଣନ୍ତୁ ବୋଲି ନୁହେଁ।


ଯଦି ତା'ର ପିତା, ସେ ପ୍ରତିଜ୍ଞା କରିଥିବା ବିରୋଧ ନ କରେ ତେବେ, ତା'ର ସବୁ ଶପଥ ଓ ପ୍ରତିଜ୍ଞା କରିଥିବା ଏହା ପାଳନ କରାଯିବ।


“ସେ ଶପଥ କିମ୍ବା ଅସାଧାରଣ ପ୍ରତିଜ୍ଞା କଲାପରେ ସେ ହୁଏତ କାହାକୁ ବିବାହ କରିପାରେ।


ମାତ୍ର ଯଦି ତା'ର ସ୍ୱାମୀ ଏ ବିଷୟରେ ଶୁଣେ ଓ ତାହାକୁ ତା'ର ପ୍ରତିଜ୍ଞା ତାକୁ ପାଳନ କରିବାକୁ ବାରଣ କରେ, ତେବେ କରାଯାଇଥିବା ପ୍ରତିଜ୍ଞା ବାତିଲ ହୁଏ ଓ ସଦାପ୍ରଭୁ ଏଥିପାଇଁ ତାକୁ କ୍ଷମା କରନ୍ତି।


ପୁଣି ତାହାର ସ୍ୱାମୀ ତାହା ଶୁଣି ତାହା ପ୍ରତି ତୁନି ହୋଇ ରହେ ଓ ତାହାକୁ ନିଷେଧ ନ କରେ, ତେବେ ତା'ର ସମସ୍ତ ପ୍ରତିଜ୍ଞା ପାଳନ ହେବ, ପୁଣି ସେ ଯେଉଁ ବ୍ରତଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହା ସବୁ ପାଳନ ହେବ।


Swiv nou:

Piblisite


Piblisite