Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 30:6 - ପବିତ୍ର ବାଇବଲ

6 “ସେ ଶପଥ କିମ୍ବା ଅସାଧାରଣ ପ୍ରତିଜ୍ଞା କଲାପରେ ସେ ହୁଏତ କାହାକୁ ବିବାହ କରିପାରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ ଯେବେ ସେ ଆପଣା ମାନତର ଅବା ଯଦ୍ଦ୍ଵାରା ସେ ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟର ଅଧୀନା ଥାଉ ଥାଉ କୌଣସି ସ୍ଵାମୀକି ବିବାହ କରେ;

Gade chapit la Kopi

ଓଡିଆ ବାଇବେଲ

6 ଆଉ ଯଦି ସେ ଆପଣା ମାନତର ଅବା ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟର ଅଧୀନା ଥାଉ ଥାଉ କୌଣସି ସ୍ୱାମୀକୁ ବିବାହ କରେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ଯଦି ସେ ଆପଣା ମାନତର ଅବା ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟର ଅଧୀନା ଥାଉ ଥାଉ କୌଣସି ସ୍ୱାମୀକୁ ବିବାହ କରେ;

Gade chapit la Kopi




ଗଣନା ପୁସ୍ତକ 30:6
6 Referans Kwoze  

ହେ ପରମେଶ୍ୱର, ତୁମ୍ଭ ନିକଟରେ କରିଥିବା ପ୍ରତିଜ୍ଞା, ମୁଁ ପୂରଣ କରିବି। ମୁଁ ତୁମ୍ଭକୁ ଧନ୍ୟବାଦ ରୂପକ ନୈବେଦ୍ୟ ଦେବି।


“କିମ୍ବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବାଗ୍ଭଳତା ପୂର୍ବକ ଶପଥ କରେ ଏବଂ ସେ ଶପଥ ବିଷୟରେ ଭୂଲିଯାଏ, ସେ ଦୋଷୀ ବୋଲି ବିବେଚିତ ହେବ, ଯେତେବେଳେ ସେ ମନେ ପକାଇବ କାରଣ ସେ ତା'ର ଶପଥ ରକ୍ଷା କରି ପାରିଲା ନାହିଁ।


ଯଦି ତା'ର ପିତା, ସେ କରିଥିବା ପ୍ରତିଜ୍ଞା ଓ ଶପଥ ପାଇଁ ଆପତ୍ତି କରେ, ସେଗୁଡ଼ିକ ପାଳନ କରାଯିବ ନାହିଁ। ସଦାପ୍ରଭୁ ତାକୁ କ୍ଷମା କରି ଦେବେ, ଯେହେତୁ ତା'ର ପିତା ତାକୁ ଏହା କରିବା ପାଇଁ ମନା କଲେ।


ପୁଣି ତା'ର ସ୍ୱାମୀ ତାହା ଶୁଣି କୌଣସି ଅଭିଯୋଗ ନ କରେ, ତେବେ ତା'ର ପ୍ରତିଜ୍ଞା ପାଳନ ହେବ ଓ ସେ କରିଥିବା ଶପଥ ପାଳନ କରାଯିବ।


ସେ ଏହା କହି ପରମେଶ୍ୱରଙ୍କ ନିକଟରେ ପ୍ରତିଜ୍ଞା କଲା, “ସର୍ବଶକ୍ତିମାନ ସଦାପ୍ରଭୁ ଯଦି ତୁମ୍ଭେ ଦେଖୁଥାଅ ମୁଁ କେତେ ଦୁଃଖୀ, ଯଦି ତୁମ୍ଭେ ତୁମ୍ଭର ଦାସୀକୁ ମନେ ରଖିଥାଅ, ତେବେ ମୋତେ ଏକ ପୁତ୍ର ଦିଅ। ତା'ହେଲେ ମୁଁ ସେହି ପୁତ୍ରଟିକୁ ତୁମ୍ଭଠାରେ ଉତ୍ସର୍ଗ କରିବି। ସେ ତା'ର ଜୀବନସାରା ତୁମ୍ଭର ସେବା କରିବ। ସେ ଦ୍ରାକ୍ଷାରସ ଏବଂ ସୁରା ନାସରୀୟ ତୁଲ୍ୟ ପିଇବ ନାହିଁ ଏବଂ ତା'ର ବାଳ କାଟିବା ପାଇଁ କୌଣସି କ୍ଷୁର ତା'ର ମୁଣ୍ଡରେ ସ୍ପର୍ଶ କରିବ ନାହିଁ।”


ତା'ପରେ ସେହି ସ୍ତ୍ରୀମାନେ ଯିରିମିୟଙ୍କୁ କହିଲେ, “ଆମ୍ଭେମାନେ ଆମ୍ଭମାନଙ୍କ ସ୍ୱାମୀମାନଙ୍କର ଅନୁମତିରେ ଆକାଶ ରାଣୀ ଉଦ୍ଦେଶ୍ୟରେ ଧୂପ ଜଳାଇଲୁ, ପେୟନୈବେଦ୍ୟ ଢାଳିଲୁ ଓ ପୂଜା ନିମନ୍ତେ ପିଠା ପ୍ରସ୍ତୁତ କଲୁ।”


Swiv nou:

Piblisite


Piblisite