ଗଣନା ପୁସ୍ତକ 30:7 - ପବିତ୍ର ବାଇବଲ7 ପୁଣି ତା'ର ସ୍ୱାମୀ ତାହା ଶୁଣି କୌଣସି ଅଭିଯୋଗ ନ କରେ, ତେବେ ତା'ର ପ୍ରତିଜ୍ଞା ପାଳନ ହେବ ଓ ସେ କରିଥିବା ଶପଥ ପାଳନ କରାଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)7 ପୁଣି ତାହାର ସ୍ଵାମୀ ତାହା ଶୁଣେ ଓ ସେ ତାହା ଶୁଣିବା ଦିନ ତୁନି ହୋଇ ରହେ; ତେବେ ତାହାର ମାନତ ସ୍ଥିର ହେବ ଓ ଯଦ୍ଦ୍ଵାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ। Gade chapit laଓଡିଆ ବାଇବେଲ7 ପୁଣି, ତାହାର ସ୍ୱାମୀ ତାହା ଶୁଣେ ଓ ସେ ତାହା ଶୁଣିବା ଦିନ ତୁନି ହୋଇ ରହେ; ତେବେ ତାହାର ମାନତ ସ୍ଥିର ହେବ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ତାହାର ସ୍ୱାମୀ ତାହା ଶୁଣେ ଓ ସେ ତାହା ଶୁଣିବା ଦିନ ତୁନି ହୋଇ ରହେ; ତେବେ ତାହାର ମାନତ ସ୍ଥିର ହେବ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ। Gade chapit la |
ସେ ଏହା କହି ପରମେଶ୍ୱରଙ୍କ ନିକଟରେ ପ୍ରତିଜ୍ଞା କଲା, “ସର୍ବଶକ୍ତିମାନ ସଦାପ୍ରଭୁ ଯଦି ତୁମ୍ଭେ ଦେଖୁଥାଅ ମୁଁ କେତେ ଦୁଃଖୀ, ଯଦି ତୁମ୍ଭେ ତୁମ୍ଭର ଦାସୀକୁ ମନେ ରଖିଥାଅ, ତେବେ ମୋତେ ଏକ ପୁତ୍ର ଦିଅ। ତା'ହେଲେ ମୁଁ ସେହି ପୁତ୍ରଟିକୁ ତୁମ୍ଭଠାରେ ଉତ୍ସର୍ଗ କରିବି। ସେ ତା'ର ଜୀବନସାରା ତୁମ୍ଭର ସେବା କରିବ। ସେ ଦ୍ରାକ୍ଷାରସ ଏବଂ ସୁରା ନାସରୀୟ ତୁଲ୍ୟ ପିଇବ ନାହିଁ ଏବଂ ତା'ର ବାଳ କାଟିବା ପାଇଁ କୌଣସି କ୍ଷୁର ତା'ର ମୁଣ୍ଡରେ ସ୍ପର୍ଶ କରିବ ନାହିଁ।”