Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 31:11 - ପବିତ୍ର ବାଇବଲ

11 ଆଉ ସେମାନେ ଲୁଟିତ ଦ୍ରବ୍ୟ ସହ ସମସ୍ତ ଧୃତ ମନୁଷ୍ୟ ଓ ପଶୁ ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ ସେମାନେ ସମସ୍ତ ଲୁଟିତ ଦ୍ରବ୍ୟ, ପୁଣି ସମସ୍ତ ଧୃତ ମନୁଷ୍ୟ ଓ ପଶୁ ନେଇଗଲେ।

Gade chapit la Kopi

ଓଡିଆ ବାଇବେଲ

11 ଆଉ ସେମାନେ ସମସ୍ତ ଲୁଟିତ ଦ୍ରବ୍ୟ, ପୁଣି, ସମସ୍ତ ଧୃତ ମନୁଷ୍ୟ ଓ ପଶୁ ନେଇଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ସେମାନେ ସମସ୍ତ ଲୁଟିତ ଦ୍ରବ୍ୟ, ପୁଣି, ସମସ୍ତ ଧୃତ ମନୁଷ୍ୟ ଓ ପଶୁ ନେଇଗଲେ।

Gade chapit la Kopi




ଗଣନା ପୁସ୍ତକ 31:11
7 Referans Kwoze  

କିନ୍ତୁ ସ୍ତ୍ରୀ, ପିଲା, ଗାଈଗୋରୁ ଓ ସମସ୍ତ ଦ୍ରବ୍ୟ ତୁମ୍ଭ ନିଜ ପାଇଁ ନେଇଯାଅ। ତୁମ୍ଭେ ଯାହା ବ୍ୟବହାର କରିବାକୁ ଗ୍ଭହଁ ତୁମ୍ଭର ନେବା ଓ ବ୍ୟବହାର କରିବା ଉଚିତ୍। ଏହିସବୁ ଜିନିଷ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭକୁ ଯୁଦ୍ଧରୁ ପ୍ରାପ୍ୟ ଦ୍ରବ୍ୟ ରୂପେ ଦେଇଛନ୍ତି।


ତୁମ୍ଭେ ଅୟ ପ୍ରତି ସେହିପରି କର ଯେପରି ତୁମ୍ଭେ ଯିରୀହୋ ଓ ତା'ର ରାଜା ପ୍ରତି କରିଥିଲ। ମାତ୍ର ଏଥର ତୁମ୍ଭେ ଆପଣା ପାଇଁ ସେମାନଙ୍କର ଧନ, ସମ୍ପଦ ଓ ପଶୁମାନଙ୍କୁ, ତୁମ୍ଭମାନଙ୍କ ଭିତରେ ବାଣ୍ଟି ନେବ। ବର୍ତ୍ତମାନ କିଛି ସୈନ୍ୟଗଣଙ୍କୁ ନଗର ପଛପଟେ ଲୁଗ୍ଭଇ ରଖ।”


ତା'ପରେ ସେମାନଙ୍କର ସକଳ ନଗର ଓ ସକଳ ଗ୍ରାମଗୁଡ଼ିକ ଦ‌ଗ୍‌ଧ କଲେ।


ପୁଣି ସେମାନେ ଯିରୀହୋ ନିକଟବର୍ତ୍ତୀ ଯର୍ଦ୍ଦନତୀରସ୍ଥ ମୋୟାବ ପଦାରେ ସ୍ଥାପିତ ଛାଉଣିକୁ ଆଣିଲେ। ସେମାନେ ସେମାନଙ୍କୁ ମୋଶାଙ୍କ ନିକଟକୁ, ଯାଜକ ଇଲିୟାସର ନିକଟକୁ ଓ ଇସ୍ରାଏଲର ସମସ୍ତ ଲୋକମାନଙ୍କ ନିକଟକୁ ଆଣିଲେ।


ସମସ୍ତ ରୂପା, ସୁନା, ସମସ୍ତ ପିତ୍ତଳ ଓ ଲୁହାର ପାତ୍ର ଓ କରେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ ଓ ଏହା ସଦାପ୍ରଭୁଙ୍କ ଭଣ୍ଡାରକୁ ଗ୍ଭଲିଯିବ।”


ଆଉ ଇସ୍ରାଏଲର ସନ୍ତାନଗଣ ସେହିସବୁ ନଗରର ଦ୍ରବ୍ୟାଦି ଓ ପଶୁଗଣଙ୍କୁ ନିଜ ନିଜ ପାଇଁ ଲୁଟ୍ କରି ନେଲେ। କିନ୍ତୁ ସେମାନେ ସମସ୍ତ ଲୋକମାନଙ୍କୁ ସେମାନଙ୍କ ଖଣ୍ତା ଦ୍ୱାରା ହତ୍ୟା କଲେ। ସେମାନେ କୌଣସି ବ୍ୟକ୍ତିକୁ ଜୀବିତ ରହିବା ପାଇଁ ଦେଲେ ନାହିଁ।


ସେହି ଲୋକମାନଙ୍କର ଯାହାସବୁ ଥିଲା ସମସ୍ତ ଏମାନେ ନେଇ ଆସିଲେ। ତା'ର ଭାଇମାନେ ଏପରିକି ତାଙ୍କର ସ୍ତ୍ରୀ ଓ ପିଲାମାନଙ୍କୁ ବନ୍ଦୀକରି ନେଇ ଆସିଲେ।


Swiv nou:

Piblisite


Piblisite