Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 31:13 - ପବିତ୍ର ବାଇବଲ

13 ତା'ପରେ ମୋଶା, ଯାଜକ ଇଲିୟାସର ଓ ଲୋକମାନଙ୍କର ନେତୃଗଣ ସେମାନଙ୍କୁ ଦେଖିବାକୁ ଛାଉଣି ବାହାରକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତହିଁରେ ମୋଶା ଓ ଇଲୀୟାସର ଯାଜକ ଓ ମଣ୍ତଳୀର ଅଧ୍ୟକ୍ଷଗଣ ସେମାନଙ୍କୁ ଭେଟିବାକୁ ଛାଉଣିର ବାହାରକୁ ଗଲେ।

Gade chapit la Kopi

ଓଡିଆ ବାଇବେଲ

13 ତହିଁରେ ମୋଶା, ଇଲୀୟାସର ଯାଜକ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ସେମାନଙ୍କୁ ଭେଟିବାକୁ ଛାଉଣିର ବାହାରକୁ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁରେ ମୋଶା, ଇଲୀୟାସର ଯାଜକ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ସେମାନଙ୍କୁ ଭେଟିବାକୁ ଛାଉଣିର ବାହାରକୁ ଗଲେ।

Gade chapit la Kopi




ଗଣନା ପୁସ୍ତକ 31:13
9 Referans Kwoze  

ଦାଉଦ ବିଷୋର ନଦୀ ନିକଟରେ ଥିବା 200 ଜଣ ଲୋକଙ୍କ ନିକଟକୁ ଗଲେ ଓ ରହିଲେ। ଯେଉଁ ଲୋକମାନେ ତାଙ୍କର ଦୁର୍ବଳତା ହେତୁ ତାଙ୍କ ପଛେ ଆସି ପାରି ନ ଥିଲେ, ସେମାନେ ଦାଉଦ ଓ ତାଙ୍କ ଲୋକମାନଙ୍କୁ ଭୋଟିବାକୁ ବାହାରି ଆସିଲେ। ଦାଉଦ ସେମାନଙ୍କ ନିକଟକୁ ଯାଇ ତାଙ୍କର କୁଶଳବାର୍ତ୍ତା ପଗ୍ଭରିଲେ।


ଶାମୁୟେଲ ତା’ ପରଦିନ ପ୍ରତ୍ୟୁଷରୁ ଶାଉଲଙ୍କୁ ସାକ୍ଷାତ କରିବା ପାଇଁ ତାଙ୍କ ରାସ୍ତାରେ ଗଲେ। ଲୋକମାନେ ଶାମୁୟେଲଙ୍କୁ କହିଲେ, “ଶାଉଲ ଯିହୁଦାର କର୍ମିଲ୍ ସହରକୁ ଆସିଥିଲେ। ଶାଉଲ ସେଠାକୁ ତାଙ୍କ ସମ୍ମାନାର୍ଥେ ପ୍ରସ୍ତର ସ୍ତମ୍ଭ ନିର୍ମାଣ କରିବାକୁ ଗଲେ। ଶାଉଲ ସବୁଆଡ଼େ ଯାତ୍ରା କରି ସାରିବା ପରେ ଗି‌ଲ୍‌ଗ‌ଲ୍‌ରେ ପହଞ୍ଚିଲେ।”


ପୁଣି ସେମାନେ ଯିରୀହୋ ନିକଟବର୍ତ୍ତୀ ଯର୍ଦ୍ଦନତୀରସ୍ଥ ମୋୟାବ ପଦାରେ ସ୍ଥାପିତ ଛାଉଣିକୁ ଆଣିଲେ। ସେମାନେ ସେମାନଙ୍କୁ ମୋଶାଙ୍କ ନିକଟକୁ, ଯାଜକ ଇଲିୟାସର ନିକଟକୁ ଓ ଇସ୍ରାଏଲର ସମସ୍ତ ଲୋକମାନଙ୍କ ନିକଟକୁ ଆଣିଲେ।


ଯଦି କେହି କୌଣସି ମନୁଷ୍ୟର ଶବ ଛୁଏଁ, ତେବେ ସାତ ଦିନ ପର୍ଯ୍ୟନ୍ତ ଅଶୁଚି ରହିବ।


“ଏକ ମନୁଷ୍ୟକୁ, ଯାହାକୁ ହାନିକାରକ ଚର୍ମରୋଗ ପ୍ରମେହ ଓ ଯିଏ ମୃତଶବକୁ ଛୁଇଁଥାଏ ସେ ନିଶ୍ଚୟ ଛାଉଣିରୁ ବାହାରକୁ ଯିବ, ଇସ୍ରାଏଲ ଲୋକମାନଙ୍କୁ ଏହି ଆଜ୍ଞା ଦିଅ।


ତା'ପରେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣଙ୍କୁ ଜୟ କରି ବାହୁଡ଼ିବା ପରେ ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍ ରାଜାର ପଦାକୁ ଗମନ କଲେ।


“ଯଦି ଜଣେ ଶାସକ ଭୁଲ୍ ବଶତ ପାପ କରେ ଓ ସଦାପ୍ରଭୁଙ୍କର ଆଜ୍ଞାକୁ ବିରୁଦ୍ଧ କଲାପରି କୌଣସି କାର୍ଯ୍ୟ କରେ, ତେବେ ସେ ମଧ୍ୟ ଦୋଷୀ ବୋଲି ବିବେଚିତ ହେବ।


ସେତେବେଳେ ମୋଶା ସେନାପତିମାନଙ୍କ ପ୍ରତି (ଅର୍ଥାତ୍ ସହସ୍ରପତି ଓ ଶତପତିମାନଙ୍କ ପ୍ରତି) କ୍ରୋଧ କଲେ, ଯେଉଁମାନେ ଯୁଦ୍ଧ କ୍ଷେତ୍ରରୁ ଫେରି ଆସିଥିଲେ।


Swiv nou:

Piblisite


Piblisite