Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 31:18 - ପବିତ୍ର ବାଇବଲ

18 ମାତ୍ର ଯେଉଁ ଯୁବତୀ କନ୍ୟାମାନେ ପୁରୁଷମାନଙ୍କ ସହିତ ଯୌନ ସମ୍ପର୍କ ରଖିବାର ଜ୍ଞାତ ହୋଇ ନାହାନ୍ତି, ସେମାନଙ୍କୁ ତୁମ୍ଭମାନଙ୍କ ସହିତ ଜୀବିତ ରଖ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ମାତ୍ର ଯେଉଁ ସ୍ତ୍ରୀପିଲାମାନେ ପୁରୁଷ-ସହବାସ ଜ୍ଞାତ ହୋଇ ନାହାନ୍ତି, ସେସମସ୍ତଙ୍କୁ ଆପଣାମାନଙ୍କ ନିମନ୍ତେ ଜୀବିତ ରଖ।

Gade chapit la Kopi

ଓଡିଆ ବାଇବେଲ

18 ମାତ୍ର ଯେଉଁ ସ୍ତ୍ରୀର ପିଲାମାନେ ପୁରୁଷର ସହବାସ ଜ୍ଞାତ ହୋଇ ନାହାନ୍ତି, ସେହି ସମସ୍ତଙ୍କୁ ଆପଣାମାନଙ୍କ ନିମନ୍ତେ ଜୀବିତ ରଖ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମାତ୍ର ଯେଉଁ ସ୍ତ୍ରୀର ପିଲାମାନେ ପୁରୁଷର ସହବାସ ଜ୍ଞାତ ହୋଇ ନାହାନ୍ତି, ସେହି ସମସ୍ତଙ୍କୁ ଆପଣାମାନଙ୍କ ନିମନ୍ତେ ଜୀବିତ ରଖ।

Gade chapit la Kopi




ଗଣନା ପୁସ୍ତକ 31:18
7 Referans Kwoze  

ବିଦେଶୀମାନେ ଇସ୍ରାଏଲର ଲୋକଙ୍କୁ ତାଙ୍କ ଦେଶରେ ସ୍ଥାପନ କରିବେ। ଅନ୍ୟ ଗୋଷ୍ଠୀର ପୁରୁଷ ଓ ନାରୀମାନେ ଇସ୍ରାଏଲର କ୍ରୀତଦାସ ହେବେ, କାରଣ ଅତୀତରେ ସେମାନେ ଇସ୍ରାଏଲର ଲୋକମାନଙ୍କୁ ଦାସଦାସୀ କରିଥିଲେ। ମାତ୍ର ବର୍ତ୍ତମାନ ଇସ୍ରାଏଲ ସେମାନଙ୍କୁ ପରାସ୍ତ କରିବ ଓ ସେମାନଙ୍କୁ ଶାସନ କରିବ।


କିନ୍ତୁ ସ୍ତ୍ରୀ, ପିଲା, ଗାଈଗୋରୁ ଓ ସମସ୍ତ ଦ୍ରବ୍ୟ ତୁମ୍ଭ ନିଜ ପାଇଁ ନେଇଯାଅ। ତୁମ୍ଭେ ଯାହା ବ୍ୟବହାର କରିବାକୁ ଗ୍ଭହଁ ତୁମ୍ଭର ନେବା ଓ ବ୍ୟବହାର କରିବା ଉଚିତ୍। ଏହିସବୁ ଜିନିଷ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭକୁ ଯୁଦ୍ଧରୁ ପ୍ରାପ୍ୟ ଦ୍ରବ୍ୟ ରୂପେ ଦେଇଛନ୍ତି।


“ଯଦି ତୁମ୍ଭର କ୍ରୀତଦାସ କିମ୍ବା କ୍ରୀତଦାସୀ ଦରକାର ହୁଏ, ତେବେ ତୁମ୍ଭ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କଠାରୁ କ୍ରୀତଦାସଦାସୀ କିଣିବ।


ଏଣୁ ତୁମ୍ଭେମାନେ ବନ୍ଦୀମାନଙ୍କ ମଧ୍ୟରୁ ସମସ୍ତ ପୁରୁଷ ପିଲାମାନଙ୍କୁ ହତ୍ୟା କର। ପୁଣି ଯେଉଁ ସ୍ତ୍ରୀ ଲୋକମାନେ ପୁରୁଷଙ୍କ ସହିତ ଯୌନ ସମ୍ପର୍କ ରଖିଛନ୍ତି, ସେମାନଙ୍କୁ ହତ୍ୟା କର।


ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ମନୁଷ୍ୟ ହତ୍ୟା କରିଅଛନ୍ତି କିମ୍ବା ମୃତ ଶରୀରକୁ ସ୍ପର୍ଶ କରିଅଛନ୍ତି, ସେମାନେ ସାତ ଦିନ ଛାଉଣି ବାହାରେ ରହିବେ। ସେମାନେ ଓ ତୁମ୍ଭର ବନ୍ଦୀମାନେ ତୃତୀୟ ଦିନରେ ଓ ସପ୍ତମ ଦିନରେ ନିଜକୁ ଶୁଚି କରିବା ଉଚିତ୍।


Swiv nou:

Piblisite


Piblisite