Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 31:24 - ପବିତ୍ର ବାଇବଲ

24 ତୁମ୍ଭେମାନେ ସପ୍ତମ ଦିନରେ ନିଜ ନିଜ ବସ୍ତ୍ର ଧୋଇବା ଉଚିତ୍, ତହିଁରେ ତୁମ୍ଭେମାନେ ଶୁଚି ହେବ; ତା'ପରେ ତୁମ୍ଭେମାନେ ଛାଉଣିରେ ପ୍ରବେଶ କରି ପାରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ପୁଣି ତୁମ୍ଭେମାନେ ସପ୍ତମ ଦିନରେ ଆପଣା ଆପଣା ବସ୍ତ୍ର ଧୋଇବ, ତହିଁରେ ତୁମ୍ଭେମାନେ ଶୁଚି ହେବ; ତହିଁ ଉତ୍ତାରେ ତୁମ୍ଭେମାନେ ଛାଉଣିରେ ପ୍ରବେଶ କରିବ।

Gade chapit la Kopi

ଓଡିଆ ବାଇବେଲ

24 ପୁଣି, ତୁମ୍ଭେମାନେ ସପ୍ତମ ଦିନରେ ଆପଣା ଆପଣା ବସ୍ତ୍ର ଧୋଇବ, ତହିଁରେ ତୁମ୍ଭେମାନେ ଶୁଚି ହେବ; ତହିଁ ଉତ୍ତାରେ ତୁମ୍ଭେମାନେ ଛାଉଣିରେ ପ୍ରବେଶ କରିବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ତୁମ୍ଭେମାନେ ସପ୍ତମ ଦିନରେ ଆପଣା ଆପଣା ବସ୍ତ୍ର ଧୋଇବ, ତହିଁରେ ତୁମ୍ଭେମାନେ ଶୁଚି ହେବ; ତହିଁ ଉତ୍ତାରେ ତୁମ୍ଭେମାନେ ଛାଉଣିରେ ପ୍ରବେଶ କରିବ।”

Gade chapit la Kopi




ଗଣନା ପୁସ୍ତକ 31:24
6 Referans Kwoze  

ପୁଣି ଯେକେହି ସେମାନଙ୍କର ଶବର କୌଣସି ଅଂଶ ବହନ କରିବ, ସେ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


“ତତ୍ପରେ ସେହି ଶୁଚିମନ୍ତ ଲୋକ ତୃତୀୟ ଦିନରେ ଓ ସପ୍ତମ ଦିନରେ ସେହି ଅଶୁଚି ଜଣକ ଉପରେ ତାହା ଛିଞ୍ଚିବ। ତହୁଁ ସେ ସପ୍ତମ ଦିନରେ ସେହି ବ୍ୟକ୍ତିକୁ ପରିଷ୍କାର କରିବା ଉଚିତ୍। ଆଉ ସେ ନିଜର ବସ୍ତ୍ର ଧୋଇ ଜଳରେ ସ୍ନାନ କରିବା ଉଚିତ୍ ଓ ସନ୍ଧ୍ୟା ସମୟରେ ସେ ଶୁଚି ହେବ।


“କ୍ଷରଣକାରୀ ଯେତେବେଳେ ନିଜ କ୍ଷରଣ ସକାଶେ ଶୁଚି ହୁଏ, ସେତେବେଳେ ସେ ଶୌଚକ୍ରିୟା ନିମନ୍ତେ ସାତ ଦିନ ଅପେକ୍ଷା କରିବା ଉଚିତ୍। ସେ ନିଜର ବସ୍ତ୍ର ଧୋଇବ ଓ ସ୍ରୋତ ଜଳରେ ସ୍ନାନ କରିବ। ତେବେ ସେ ଶୁଚି ହେବ।


ସପ୍ତମ ଦିନରେ ସେ ନିଜର ସମସ୍ତ କେଶ ଅର୍ଥାତ୍ ମସ୍ତକର ଦାଢ଼ିରେ ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ। ପୁଣି ନିଜର ବସ୍ତ୍ର ଧୌଇ ଜଳରେ ସ୍ନାନ କରି ଶୁଚି ହେବ।


ଯେଉଁ ଦ୍ରବ୍ୟ ଅଗ୍ନିରେ ପକାଯାଇ ପାରିବ ନାହିଁ ତାକୁ ଜଳରେ ଧୋଇ ଶୁଚି କରିବ।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


Swiv nou:

Piblisite


Piblisite