Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 31:27 - ପବିତ୍ର ବାଇବଲ

27 ସେହିସବୁ ଜିନିଷକୁ ସମାନ ଭାବରେ ସୈନ୍ୟମାନଙ୍କ ମଧ୍ୟରେ ଓ ସମସ୍ତ ମଣ୍ତଳୀ ମଧ୍ୟରେ ବାଣ୍ଟି ଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ପୁଣି ଯୁଦ୍ଧରେ ଧୃତ ସେହି ଜୀବମାନଙ୍କୁ ଯୁଦ୍ଧକୁ ଯାଇଥିବା ନିପୁଣ ଯୋଦ୍ଧାମାନଙ୍କର ଓ ସମସ୍ତ ମଣ୍ତଳୀର ମଧ୍ୟରେ ବିଭାଗ କର।

Gade chapit la Kopi

ଓଡିଆ ବାଇବେଲ

27 ପୁଣି, ଯୁଦ୍ଧରେ ଧୃତ ସେହି ଜୀବମାନଙ୍କୁ ଯୁଦ୍ଧକୁ ଯାଇଥିବା ନିପୁଣ ଯୋଦ୍ଧାମାନଙ୍କର ଓ ସମସ୍ତ ମଣ୍ଡଳୀର ମଧ୍ୟରେ ବିଭାଗ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି, ଯୁଦ୍ଧରେ ଧୃତ ସେହି ଜୀବମାନଙ୍କୁ ଯୁଦ୍ଧକୁ ଯାଇଥିବା ନିପୁଣ ଯୋଦ୍ଧାମାନଙ୍କର ଓ ସମସ୍ତ ମଣ୍ଡଳୀର ମଧ୍ୟରେ ବିଭାଗ କର।

Gade chapit la Kopi




ଗଣନା ପୁସ୍ତକ 31:27
6 Referans Kwoze  

ସେ କହିଲେ, “ତୁମ୍ଭେମାନେ, ତୁମ୍ଭମାନଙ୍କର ବହୁତ ଧନ ସମ୍ପଦ ଓ ପଶୁଗଣ ସହିତ ଘରକୁ ଯାଅ। ତୁମ୍ଭମାନଙ୍କର ବହୁତ ଦାମି ସୁନାରୂପା ଅଳଙ୍କାର ଇତ୍ୟାଦି ଅଛି। ତୁମ୍ଭମାନଙ୍କର ବହୁତ ସୁନ୍ଦର ପୋଷାକ ମଧ୍ୟ ଅଛି। ଯେଉଁଗୁଡ଼ିକ କି ତୁମ୍ଭେମାନେ ତୁମ୍ଭ ଶତ୍ରୁମାନଙ୍କଠାରୁ ଛଡ଼ାଇ ଆଣିଥିଲ। ଗୃହକୁ ଫେରିଯାଅ ଏବଂ ସେଗୁଡ଼ିକ ତୁମ୍ଭର ନିଜ ନିଜ ଭାତୃଗଣଙ୍କ ମଧ୍ୟରେ ବାଣ୍ଟି ଦିଅ।”


“ବଳଶାଳୀ ରାଜାମାନଙ୍କର ସୈନ୍ୟମାନେ ଏଣେତେଣେ ଦୌଡ଼ି ପଳାଇଲେ। ଗୃହରେ ଥିବା ସ୍ତ୍ରୀ ଲୋକମାନେ ସୈନ୍ୟମାନଙ୍କର ଅତ୍ୟାଗ୍ଭର ସହିଲେ।


ଦାଉଦ ଏବଂ ତାଙ୍କର ଅନ୍ୟ ଯେଉଁ ଲୋକମାନେ ତାଙ୍କର ସୈନିକ ଥିଲେ, ସମସ୍ତେ କ୍ରନ୍ଦନ କରିବାକୁ ଲାଗିଲେ। ସେମାନେ ଏତେ କାନ୍ଦିଲେ ଯେ, ଆଉ କାନ୍ଦିବାକୁ ଦୁର୍ବଳ ହୋଇ ପଡ଼ିଲେ।


“ତୁମ୍ଭେ ଓ ଇଲିୟାସର ଯାଜକ ଓ ମଣ୍ତଳୀସ୍ଥ ପିତୃଗୃହର ପ୍ରଧାନମାନେ ଯୁଦ୍ଧରେ ସୈନ୍ୟମାନଙ୍କ ଦ୍ୱାରା ଧୃତ ଜୀବଗଣର ଅର୍ଥାତ୍ ବନ୍ଦୀ ମନୁଷ୍ୟର, ପଶୁର ଗଣନା କର ଓ ସମସ୍ତ ଦ୍ରବ୍ୟର ସଂଖ୍ୟା କର।


ଘରେ ରହୁଥିବା ଲୋକମାନେ ମଧ୍ୟ ଧନ ଭାଗ ପାଇବେ। ସେମାନେ ରୌପ୍ୟ ମଣ୍ଡିତ କପୋତର ଡେଣା ପାଇବେ। ସେମାନେ ସୁବର୍ଣ୍ଣରେ ଝଲମଲ କରୁଥିବା ଡେଣା ପାଇବେ।”


Swiv nou:

Piblisite


Piblisite