ଗଣନା ପୁସ୍ତକ 31:4 - ପବିତ୍ର ବାଇବଲ4 ତୁମ୍ଭେମାନେ ଇସ୍ରାଏଲର ପ୍ରତ୍ୟେକ ବଂଶରୁ ଏକ ସହସ୍ର ଲୋକ ଯୁଦ୍ଧ ପାଇଁ ସଂଗ୍ରହ କର। Gade chapit laପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେମାନେ ଇସ୍ରାଏଲ-ବଂଶର ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ ଯୁଦ୍ଧକୁ ପଠାଇବ। Gade chapit laଓଡିଆ ବାଇବେଲ4 ତୁମ୍ଭେମାନେ ଇସ୍ରାଏଲ-ବଂଶର ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ ଯୁଦ୍ଧକୁ ପଠାଇବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭେମାନେ ଇସ୍ରାଏଲ ବଂଶର ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ ଯୁଦ୍ଧକୁ ପଠାଇବ।” Gade chapit la |
ଏହା ପରେ ସଦାପ୍ରଭୁ ଗିଦିୟୋନକୁ କହିଲେ, “ମିଦିୟନମାନଙ୍କୁ ପରାସ୍ତ କରିବା ପାଇଁ ମୁଁ ତୁମ୍ଭର ଲୋକମାନଙ୍କୁ ସାହାଯ୍ୟ କରିବି। କିନ୍ତୁ ତୁମ୍ଭର ଏତେ ସୈନ୍ୟ ଅଛନ୍ତି ଯେ ମୁଁ ସେମାନଙ୍କୁ ପରାସ୍ତ କରାଇଲେ ତୁମ୍ଭର ସୈନ୍ୟମାନେ ଭାବିବେ ଯେ, ସେମାନେ ନିଜ ଶକ୍ତି ବଳରେ ଶତ୍ରୁମାନଙ୍କୁ ପରାସ୍ତ କରିଛନ୍ତି। ଇସ୍ରାଏଲର ଲୋକମାନେ ମୋତେ ଭୂଲିଯାଆନ୍ତୁ ବୋଲି ଓ ସେମାନେ ନିଜକୁ ନିଜେ ରକ୍ଷା କରିଛନ୍ତି ବୋଲି ଆତ୍ମାଶ୍ଲାଘା କରନ୍ତୁ ବୋଲି ମୁଁ ଗ୍ଭହେଁ ନାହିଁ।