Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 31:48 - ପବିତ୍ର ବାଇବଲ

48 ଏହା ପରେ ସୈନ୍ୟବାହିନୀର ନେତୃବର୍ଗ ସହସ୍ର ସୈନ୍ୟାଧିପତି ଓ ଶତ ସୈନ୍ୟାଧିପତିମାନେ ମୋଶାଙ୍କ ନିକଟକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

48 ଏଉତ୍ତାରେ ସହସ୍ର ସହସ୍ର ସୈନ୍ୟମାନଙ୍କ ଉପରେ କର୍ତ୍ତୃତ୍ଵକାରୀଗଣ, ଅର୍ଥାତ୍, ସହସ୍ରପତି ଓ ଶତପତିମାନେ ମୋଶାଙ୍କ ନିକଟକୁ ଆସିଲେ,

Gade chapit la Kopi

ଓଡିଆ ବାଇବେଲ

48 ଏଉତ୍ତାରେ ସହସ୍ର ସହସ୍ର ସୈନ୍ୟମାନଙ୍କ ଉପରେ କର୍ତ୍ତୃତ୍ୱକାରୀଗଣ, ଅର୍ଥାତ୍‍, ସହସ୍ରପତି ଓ ଶତପତିମାନେ ମୋଶାଙ୍କ ନିକଟକୁ ଆସିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ଏଉତ୍ତାରେ ସହସ୍ର ସହସ୍ର ସୈନ୍ୟମାନଙ୍କ ଉପରେ କର୍ତ୍ତୃତ୍ୱକାରୀଗଣ, ଅର୍ଥାତ୍‍, ସହସ୍ରପତି ଓ ଶତପତିମାନେ ମୋଶାଙ୍କ ନିକଟକୁ ଆସିଲେ,

Gade chapit la Kopi




ଗଣନା ପୁସ୍ତକ 31:48
4 Referans Kwoze  

ତହୁଁ ଇସ୍ରାଏଲ ସନ୍ତାନଗଣର ଲଭ୍ୟ ସେହି ପଗ୍ଭଶ୍ ପ୍ରତିଶତ ଅଂଶରୁ ମୋଶା ମନୁଷ୍ୟ ଓ ପଶୁର ପ୍ରତ୍ୟେକ ପଗ୍ଭଶ୍ ମଧ୍ୟରୁ ଗୋଟିଏ ଲେଖାଏଁ ନେଲେ ଓ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଆଜ୍ଞାନୁସାରେ ସଦାପ୍ରଭୁଙ୍କର ଆବାସ ରକ୍ଷକ ଲେବୀୟମାନଙ୍କୁ ଦେଲେ।


ସେମାନେ ମୋଶାଙ୍କୁ କହିଲେ, “ଆମ୍ଭେ ତୁମ୍ଭର ସେବକଗଣ ନିଜ ଅଧୀନସ୍ଥ ସମସ୍ତ ଯୋଦ୍ଧାମାନଙ୍କୁ ଗଣନା କରିଅଛୁ। କେହିଜଣେ ହଜିଯାଇ ନାହାନ୍ତି।


ସେତେବେଳେ ମୋଶା ସେନାପତିମାନଙ୍କ ପ୍ରତି (ଅର୍ଥାତ୍ ସହସ୍ରପତି ଓ ଶତପତିମାନଙ୍କ ପ୍ରତି) କ୍ରୋଧ କଲେ, ଯେଉଁମାନେ ଯୁଦ୍ଧ କ୍ଷେତ୍ରରୁ ଫେରି ଆସିଥିଲେ।


“ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, ‘ଯେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ? ସେ ତା'ର ଆପଣା ଗୃହକୁ ଯାଉ। ନଚେତ୍ ସେ ଯେବେ ମରିଯାଏ, ତେବେ ଅନ୍ୟ ଲୋକ ସେ ଗୃହରେ ପ୍ରବେଶ କରିବ।


Swiv nou:

Piblisite


Piblisite